ଖୁବ୍‌ଶୀଘ୍ର ରାଜଧାନୀରେ ହେବ ଡଗ୍ ସେନସସ: ସୁଲୋଚନା

ଭୁବନେଶ୍ୱର: ଏଣେ ତେଣେ ବୁଲା କୁକୁରଙ୍କୁ ଖାଇବା ଦେବା ନେଇ ବାରଣ କରାଯିବ। ସୁପ୍ରିମକୋର୍ଟଙ୍କ ନିଷ୍ପତି ସ୍ଵାଗତ ଯୋଗ୍ୟ ବୋଲି କହିଛନ୍ତି ମେୟର ସୁଲୋଚନା ଦାସ୍ । ସରକାରୀ ବ୍ୟବସ୍ଥା ନେଇ କାମ କରିବୁ । ବର୍ଷା ପାଇ ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଧିମେଇଚି । କୁକୁରଙ୍କ ପାଇ ଅଧିକ କେନାଲ ବ୍ୟବସ୍ଥା କରାଯିବ। ମେୟରଙ୍କ କହିବା କଥା ରାଜଧାନୀରେ ପ୍ରତିଦିନ ୨୦ରୁ ୩୦ କୁକୁରଙ୍କ ବନ୍ଧ୍ୟାକରଣ କରାଯାଉଛି । ଆଗକୁ ଅଧିକ ସଂଖ୍ୟାରେ କୁକୁର ବନ୍ଧ୍ୟା କରଣ କରାଯିବ । ବନ୍ଧ୍ୟା କରଣ ପାଇଁ ଅଧିକ ଭିତ୍ତିଭୂମିର ଆବଶ୍ୟକତା ରହିଛି । କୁକୁରଙ୍କ ସଂଖ୍ୟା ଜାଣିବା ପାଇଁ ରାଜଧାନୀରେ ହେବ ଡଗ୍ ସେନସସ । ଏ ନେଇ ପ୍ରଥମିକ ସ୍ତରରେ କାମ ଆରମ୍ଭ କରାଯାଇଛି । କୁକୁରଙ୍କୁ ଭେକ୍ସିନେସନ ତଥ୍ୟ ରଖାଯିବ। କୁକୁରଙ୍କ କାନରେ ଟ୍ୟାଗ୍‌ ଲଗାଇବା ବ୍ୟବସ୍ଥା କରିବ ବିଏମ୍‌ସି । ରାଜଧାନୀରେ ପ୍ରାୟ ୮୦ ହଜାର କୁକୁର ଥିବା ଅନୁମାନ। ଡଗ୍ ବାଇ ଲ ହେବା ନା ନାହିଁ ନିଷ୍ପତି ସରକାରଙ୍କ ପାଖରେ ରହିଛି ।

  • Related Posts

    ଭିଜିଲାନ୍ସ ଜାଲରେ ମହାନଦୀ ଉତ୍ତର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ

    ଭୁବନେଶ୍ଵର : ଭିଜିଲାନ୍ସ ଜାଲରେ କଟକ ଜଗତପୁର ମହାନଦୀ ଉତ୍ତର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରସନ୍ନଜିତ ଦାସ । ଲାଞ୍ଚ କାରବାର ଅଭିଯୋଗରେ ପ୍ରସନ୍ନଜିତଙ୍କୁ ଭୁବନେଶ୍ବର ଏଜି ଛକ ନିକଟରୁ କାବୁ କରିବା ସହ ଅଟକ ରଖିଛି ଭିଜିଲାନ୍ସ । କଣ୍ଟ୍ରାକ୍ଟରମାନଙ୍କଠାରୁ…

    Continue reading
    ପିଏମ୍ ସେତୁ ଅଧୀନରେ ବିକଶିତ ହେବ ରାଜ୍ୟର ୫ ଆଇଟିଆଇ

    ଭୁବନେଶ୍ୱର,: ପିଏମ୍ ସେତୁ ଅଧୀନରେ ବିକଶିତ ହେବ ରାଜ୍ୟର ୫ ଆଇଟିଆଇ । ଏଥିପାଇଁ ୨୪୦ କୋଟି ୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବେ ସରକାର । କଟକ ସରକାରୀ ଆଇଟିଆଇ, ଚୌଦ୍ୱାରସ୍ଥିତ ମଧୁସୂଦନ ସରକାରୀ ଆଇଟିଆଇ ଏବଂ ପାରାଦୀପ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି