ଗଣିତ ଆସିଲାନି ବୋଲି ଛାତ୍ରୀଙ୍କୁ ମାଡ଼

ଭୁବନେଶ୍ବର: ଭୁବନେଶ୍ବର ଡୁମୁଡୁମା ଫେଜ-ଟୁରେ ଥିବା ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ଅଭବନୀୟ ଘଟଣା ଓ ମାଡ଼ ମାରି ଆଖି ନଷ୍ଟ କରିଦେଲେ ଶିକ୍ଷୟିତ୍ରୀ । ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁ ଲୁହାଣ କରିଛନ୍ତି ଶିକ୍ଷୟିତ୍ରୀ ଓ ଗଣିତ ଆସିଲାନି ବୋଲି ମାଡ଼ ମାରି ଆଖି ଫଟେଇ ଦେଇଥିବା ଅଭିଯୋଗ ହୋଇଛି ଓ ୯ ବର୍ଷର ଝିଅକୁ ଏକ ସ୍ୱତନ୍ତ୍ର ଆଖି ଡାକ୍ତରଖାନାରେ ଚିକିତ୍ସା କରାଯାଇଛି । ଏନେଇ ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇଛି । ସେପଟେ ଏହି ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଶିକ୍ଷୟିତ୍ରୀ । କହିଛନ୍ତି ଘଟଣା ପାଇଁ ସେ ଦୁଃଖିତ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ