ଗତ ୪ବର୍ଷରେ ୩୬ ହଜାର ୪୨୦ ଜଣ ମହିଳା ନିଖୋଜ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାମନାକୁ ଆସିଲା ମହିଲା ଓ ଶିଶୁ ନିଖୋଜର ଉଦବେଗଜନକ ଚିତ୍ର । ଗତ ୪ବର୍ଷରେ ୩୬ ହଜାର ୪୨୦ ଜଣ ମହିଳା ନିଖୋଜ ଅଛନ୍ତି । ୮ ହଜାର ୪୦୩ ଜଣ ଶିଶୁ ମଧ୍ୟ ନିଖୋଜ ଅଛନ୍ତି । ଆଜି ବିଧାନସଭାରେ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି ।

ଏହାଛଡ଼ା ସେ କହିଛନ୍ତି ଯେ ଦଲାଲଙ୍କ ଦ୍ୱାରା ଅନ୍ୟ ରାଜ୍ୟକୁ ୪୨୧ ମହିଳା/ବାଳିକା ଚାଲାଣ ହୋଇଛନ୍ତି । ତେମେ ୪୫୩ଜଣ ଦଲାଲଙ୍କୁ ଗିରଫ କରାଯାଇଛି । ୧୪୧୭ଜଣ ମହିଳା ଓ ୧୮୫୭ଜଣ ଶିଶୁ ଉଦ୍ଧାର ହୋଇଛନ୍ତି । ୪ ବର୍ଷ ୭୪୮ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ବିଧାନସଭାରେ ଉତ୍ତର ରଖିଛନ୍ତି ।

  • Related Posts

    ଆଦିବାସୀଙ୍କ ଐତିହ୍ୟ ସୁରକ୍ଷା ଓ ଆଦିବାସୀଙ୍କ କଲ୍ୟାଣ ପାଇଁ ବିଜେଡି ସଂକଳ୍ପବଦ୍ଧ

    ଶଙ୍ଖ ଭବନରେ ପାଳିତ ହେବ ବିଶ୍ୱ ଆଦିବାସୀ ଦିବସ ଯୋଗଦେବେ ନବୀନ ପଟ୍ଟନାୟକ ଭୁବନେଶ୍ୱର,: ବିଶ୍ୱ ଆଦିବାସୀ ଦିବସ ଓ ମହାନ କ୍ରାନ୍ତି ଦିବସ ବିଜୁ ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ଅଗଷ୍ଟ ୯ ତାରିଖରେ ରବିବାର ଦିନ ପାଳିତ…

    Continue reading
    କଂଗ୍ରେସର ମହା ରିଲିଫ କାର୍ଯ୍ୟକ୍ରମ: ଶୁଭାରମ୍ଭ କଲେ ପିସିସି ସଭାପତି

    ଭୁବନେଶ୍ୱର: କଂଗ୍ରେସ ଭବନଠାରେ ବିଭିନ୍ନ ଜିଲ୍ଲାରେ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବିପନ୍ନଙ୍କ ପାଇଁ କଂଗ୍ରେସର ମହା ରିଲିଫ କାର୍ଯ୍ୟକ୍ରମ କଂଗ୍ରେସ ଭବନଠାରେ ଶୁଭାରମ୍ଭ ହୋଇଛି lପ୍ରଥମ ପର୍ଯାୟରେ ଖାଦ୍ୟ ପ୍ୟାକେଟ ବୋଝେଇ ଟ୍ରକଗୁଡିକୁ ଓପିସିସି ସଭାପତି ଭକ୍ତ ଚରଣ ଦାସ ଓଡିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ