ଗିରଫ ହେଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଗିରଫ ହୋଇଛନ୍ତି। ଡିସିପି କାର୍ୟ୍ୟାଳୟରେ ଆତ୍ମସମର୍ପଣ କଲା ପରେ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

ଡିସିପି କାର୍ୟ୍ୟାଳୟରେ ଆଜି ରାତି ୯ଟା ୪୦ରେ ପହଞ୍ଚି ଜଗନ୍ନାଥ ପ୍ରଧାନ କହିଥିଲେ, ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାକୁ ମୁଁ ସବୁବେଳେ ନିନ୍ଦା କରିଆସୁଛି। ଏହି ଆକ୍ରମଣ ଘଟଣାରେ ମୋର କୌଣସି ସଂପୃକ୍ତି ନାହିଁ। ଓଏଏସ୍‌ ସଂଘ ମୋର ଗିରଫ ଦାବି ନେଇ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନ କାରଣରୁ ଜନସାଧାରଣ ପ୍ରଭାବିତ ହୋଇପାରନ୍ତି। ରଥଯାତ୍ରା ଓ ବନ୍ୟା ସମୟରେ ପ୍ରଶାସନିକ ବ୍ୟବସ୍ଥା ପ୍ରଭାବିତ ହୋଇପାରେ। ମୋହନ ଚରଣ ମାଝୀ ସରକାର ବଦନାମ ନହୁଅନ୍ତୁ ଏହା ମୁଁ ଚାହେଁ। କିନ୍ତୁ ସରକାରଙ୍କ ସମ୍ମାନ, ବୃହତ୍ତର ସ୍ବାର୍ଥ ପାଇଁ ସହଯୋଗ କରିବି।

ଜଗନ୍ନାଥ ପ୍ରଧାନ ଡିସିପି କାର୍ୟ୍ୟାଳୟରେ ପହଞ୍ଚିବା ନେଇ ଭୁବନେଶ୍ବର (ଏକାମ୍ର) ବିଧାୟକ ବାବୁ ସିଂ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ ଡିସିପିଙ୍କ ଡାକରା କ୍ରମେ ଜଗନ୍ନାଥ ପ୍ରଧାନ ଡିସିପି କାର୍ୟ୍ୟାଳୟକୁ ଆସିଛନ୍ତି।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ