ଗିଲ ଟେଷ୍ଟ ଟିମ କ୍ୟାପଟେନ

ନୂଆଦିଲ୍ଲୀ: ଇଂଲଣ୍ଡ ଗସ୍ତ ପାଇଁ ଶନିବାର ଭାରତୀୟ କ୍ରିକେଟ ଟିମ ଘୋଷଣା କରାଯାଇଛି । ଶୁବମନ ଗିଲଙ୍କୁ ଟେଷ୍ଟ ଟିମର ଅଧିନାୟକ ଦାୟିତ୍ୱ ଦିଆଯାଇଛି । ସେହିପରି ରିଷଭ ପନ୍ତଙ୍କୁ ଉପଅଧିନାୟକ ଦାୟିତ୍ୱ ଦିଆଯାଇଛି । ଘୋଷିତ ଭାରତୀୟ ଟିମରେ ଜୟସ୍ୱାଲ, କେ.ଏଲ ରାହୁଲ, ସାଇ ସୁଦର୍ଶନ, ଅଭିମନୁ୍ୟ ଇଶ୍ୱରନ, କରୁଣ ନାୟର, ନୀତିଶ ରେଡ୍ଡୀ, ରବୀନ୍ଦ୍ର ଜାଡେଜା, ଧ୍ରୁବ ଜୁରେଲ, ୱାଶିଂଟନ ସୁନ୍ଦର, ଶାର୍ଦ୍ଧୁଳ ଠାକୁର, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ ପ୍ରମୁଖ ଖେଳାଳି ସାମିଲ ଅଛନ୍ତି । ଏହାଛଡ଼ା ପ୍ରସିଦ୍ଧ କ୍ରୀଷ୍ଣା, ଆକାଶଦୀପ, ଅର୍ଶଦୀପ ସିଂହ, କୁଲଦୀପ ଯାଦବ ମଧ୍ୟ ଘୋଷିତ ଟିମରେ ସାମିଲ ଅଛନ୍ତି ।

ସିରିଜରୁ ଯଶପ୍ରୀତ ବୁମରା ଓ ମହମ୍ମଦ ସାମି ଆଉଟ୍ ହୋଇଛନ୍ତି ।ସାମ୍ବାଦିକ ସମ୍ମିଳନୀ କରି ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ସ୍କ୍ୱାଡ ସହ ଅଧିନାୟକଙ୍କ ନାମ ଘୋଷଣା କରିଛନ୍ତି ମୁଖ୍ୟ ଚୟନକର୍ତ୍ତା ଅଜିତ୍‌ ଅଗରକର ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ