ଗୁଣିଆ ସନ୍ଦେହରେ ହତ୍ୟା

ବନ୍ଧୁଗାଁ: ଅନ୍ଧ ବିଶ୍ଵାସର କରୁଣ ପରିଣତି। ଗୁଣି ଗାରେଡି ସନ୍ଦେହରେ ହତ୍ୟା। ଗୁଣିଆ ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା। କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଯାରପା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା।

ସୂଚନାନୁଯାୟୀ, ଯାରପା ଗାଁର ଜଙ୍ଗମା ମିନିଆକା ନାମକ ଜଣେ ବ୍ୟକ୍ତି ଅସୁସ୍ଥ ହୋଇପଡିଥିଲେ। ତାଙ୍କର ହଠାତ୍ ମୃତ୍ୟୁ ହୋଇଥିଲା। ଜଙ୍ଗମାଙ୍କୁ ଗୁଣିଗାରେଡ଼ି କରି ହତ୍ୟା କରାଯାଇଥିବା ଗାଁ ଲୋକେ ସନ୍ଦେହ କରିଥିଲେ। ଗାଁର ଅନ୍ୟ ଜଣେ ବ୍ୟକ୍ତି ଶିବ ମିନିଆକା ଗୁଣି କରିଥିବା ପରିବାର ଲୋକେ ସନ୍ଦେହ କରିଥିଲେ। ଏହାପରେ ପ୍ରତିଶୋଧ ପରାୟଣ ହୋଇ ଶିବଙ୍କୁ ହତ୍ୟା କରି ଜଙ୍ଗମାଙ୍କ ଜୁଇରେ ପୋଡି ଦେଇଛନ୍ତି। ବର୍ତମାନ ସୁଦ୍ଧା ବନ୍ଧୁଗାଁ ଥାନାରେ ଅଭିଯୋଗ ହୋଇନାହିଁ।

  • Related Posts

    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading
    ସେକ୍ସ ରାକେଟ ଠାବ: ୨ ଯୁବତୀ ଉଦ୍ଧାର, ୩ ଅଟକ

    ରାଉରକେଲା: ରାଉରକେଲାର ରଘୁନାଥପାଲି ଥାନା ଅନ୍ତର୍ଗତ ସିଭିଲଟାଉନସିପ୍ ସ୍ଥିତ ଏକ ଘରେ ଚାଲିଥିଲା ସେକ୍ସ ରାକେଟ । ରବିବାର ସନ୍ଧ୍ୟାରେ ସେହି ଘରେ ପୁଲିସ୍ ଚଢ଼ଉ କରି ୨ ଯୁବତୀଙ୍କୁ ଉଦ୍ଧାର କରିଥିବା ବେଳେ ୩ ଜଣ ଯୁବକଙ୍କୁ ଥାନାରେ ଅଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ