ଗୁଣ୍ଡିଆପାଲିରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଦେବଗଡ: ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ସମ୍ମିଳନୀ କକ୍ଷରେ ଆଜିଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଯୋଗଦେଇ ୨୭ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୨୦ଟି ବ୍ୟକ୍ତିଗତ ଏବଂ ୭ ଟି ସାମୁହିକ ଅଭିଯୋଗ ରହିଥିଲା।ଜନସାଧାରଣ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ,ରାସ୍ତା ନିର୍ମାଣ,ଡ୍ରେନ୍ ନିର୍ମାଣ,ଶିକ୍ଷକ ନିଯୁକ୍ତି, ଭତ୍ତା ବଣ୍ଟନ ଓ ବିଦ୍ୟୁତ୍ ସମସ୍ୟା ସମ୍ପର୍କରେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶିବିରରେ ଏସପି କିଶୋର ଚନ୍ଦ୍ର ମୁଣ୍ଡ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ୍, ଡି ଏଫଓ ମିସ୍ ରଶ୍ମି ଜି,ଉପ ଜ଼ିଲ୍ଲାପାଳ ପରୀକ୍ଷିତ ସାହୁ,ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁରଙ୍କ ସମେତ ଜିଲ୍ଲାସ୍ତରୀୟ ଉପସ୍ଥିତ ଥିଲେ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ