ଗୁଳିମାଡରେ ଯୁବକ ଆହତ

ରାଉରକେଲା:ରାଉରକେଲା ସେକ୍ଟର ୩ ଥାନା ଅଞ୍ଚଳରେ ମାରାଥନ୍ କାର୍ୟ୍ୟକ୍ରମ ବେଳେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକ ଆହତ ହୋଇଛନ୍ତି। ଯୁବକଙ୍କ ପିଠିରେ ଗୁଳି ବାଜିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି। ହେଲେ ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ କୁମାର ସାହୁ।

ସଲିଳ ଜଣକ ରାଉରକେଲାର ଏକ ଘରୋଇ କମ୍ପାନୀରେ ଚାକିରି କରୁଥିଲେ। ସେ ମାରାଥନ ଆୟୋଜନ କରିଥିଲେ। ଆଜି ସକାଳେ ମାରାଥନ କାର୍ୟ୍ୟକ୍ରମ ଚାଲିଥିବା ବେଳେ ହଠାତ୍ ତାଙ୍କ ପିଠିରେ ଗୁଳି ବାଜିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରୁ ଏକ ଖୋକା ଜବତ କରାଯାଇଛି।ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି। ରାଉରକେଲା ସେକ୍ଟର ୩ ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ