ଗୃହରେ ଉଠିଲା ବାଚସ୍ପତିଙ୍କ ପାର୍ଟି ଅଫିସ ଯିବା ପ୍ରସଙ୍ଗ

ଭୁବନେଶ୍ୱର: ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ଉପବାଚସ୍ପତି ବିଜେପି ଅଫିସ ଯିବାକୁ ନେଇ ବିଧାନସଭାରେ ପ୍ରସଙ୍ଗ କରିଛି ବିଜେଡି । ସୋମବାର ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଛି ବିଜେଡି । ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ ଏହି ପ୍ରସଙ୍ଗ ଉଠାଇଛନ୍ତି ।
ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ଅବସରରେ ଆପଣ ପାର୍ଟି ଅଫିସ ଯାଇଥିଲେ । ପଯ ମର୍ଯ୍ୟାଦା ଦୃଷ୍ଟିରୁ ଆପଣଙ୍କୁ ସେଠାକୁ ଯିବାର ନଥିଲା । ସେଠାକୁ ଯାଇ ଆପଣ ଏକ ନିର୍ଦ୍ଧିଷ୍ଟ ଦଳର ବୋଲି ଦର୍ଶାଇଲେ । ଆପଣଙ୍କ କର୍ତ୍ତବ୍ୟ ଗୃହରେ ଶାଳୀନତା ଓ ମର୍ଯ୍ୟାଦା ରଖିବା ବୋଲି ପ୍ରତାପ ଦେବ କହିଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ