ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ବର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି ।

  • Related Posts

    କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

    ମାଲକାନଗିରି,02/09: ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ…

    Continue reading
    ଭୁବନେଶ୍ବର, ପୁରୀ, କଟକ ଓ ପାରାଦ୍ବୀପକୁ ସଂଯୋଗ କରିବ ରାଜ୍ୟର ପ୍ରଥମ କ୍ବାଡ୍ ସିଟି କାର୍ଯ୍ୟକ୍ରମ

    ଭୁବନେଶ୍ବର,02/09 : ସରକାର ଓଡ଼ିଶାର ଜିଡିପିରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖୁଥିବା ସହରଗୁଡ଼ିକୁ କ୍ଲଷ୍ଟର କରି ସମନ୍ବିତ ଅର୍ଥନୈତିକ କ୍ଷେତ୍ର ସୃଷ୍ଟି କରିବାକୁ ଯୋଜନା କରିଛନ୍ତି। ପ୍ରଥମ କ୍ଷେତ୍ର ଭୁବନେଶ୍ବର, ପୁରୀ, କଟକ ଏବଂ ପାରାଦ୍ବୀପକୁ ସଂଯୋଗ କରିବ। ଭୁବନେଶ୍ବର-କଟକ-ପୁରୀ- ପାରାଦ୍ବୀପ ଅର୍ଥନୈତିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି

    କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

    ବିହାର ଏସଆଇଆର: ସେପ୍ଟେମ୍ବର ୧ ପରେ ଅଭିଯୋଗ ଗ୍ରହଣ କରିବାକୁ ଇସିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

    ଭୁବନେଶ୍ବର, ପୁରୀ, କଟକ ଓ ପାରାଦ୍ବୀପକୁ ସଂଯୋଗ କରିବ ରାଜ୍ୟର ପ୍ରଥମ କ୍ବାଡ୍ ସିଟି କାର୍ଯ୍ୟକ୍ରମ

    ଦଳୀୟ ଭିତ୍ତିରେ ହୋଇଛି NAC ଚୟନ:ବିଜେଡି

    ଦଳୀୟ ଭିତ୍ତିରେ ହୋଇଛି NAC ଚୟନ:ବିଜେଡି

    ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା

    ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା