ଗୋହିରା ମଧ୍ୟମ ଜଳସେଚନ ପ୍ରକଳ୍ପର ଗୋଟିଏ ଗେଟ ଖୋଲିଲା

ଦେବଗଡ଼:ତିଲେଇବଣି ବ୍ଲକରେ ଥିବା ଗୋହିରା ଡ୍ୟାମର ବନ୍ୟାଜଳ ନିଷ୍କାସନ ପାଇଁ ଡ୍ୟାମ ପ୍ରଶାସନ ପକ୍ଷରୁ ଗୋଟିଏ ଗେଟ ଖୋଲାଯାଇଥିବା ସୂଚନା ମିଳିଅଛି।ଜିଲ୍ଲାରେ ଡ୍ୟାମର ଉପରମୁଣ୍ଡରେ ଲଗାଣ ବର୍ଷା ଲାଗିରହିଥିବାବେଳେ ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଥିଲା । ଡ୍ୟାମରେ ଜଳଧାରଣାର କ୍ଷମତା ୨୩୫.୫୦ ମିଟର ଥିବାବେଳେ ବର୍ତ୍ତମାନ ଡ୍ୟାମରେ ଜଳସ୍ତର ୨୩୫.୪୦କୁ ଛୁଇଁଥିଲା।ଯାହା ଫଳରେ ଆଜି ଡ୍ୟା‌ମରେ ଥିବା ଗୋଟିଏ ଖୋଲାଯାଇ ବର୍ଷା ଜଳ ନିଷ୍କାସନ କରାଯାଇଛି।ବନ୍ୟାଜଳ ନିଷ୍କାସନ ସମୟରେ ସତର୍କତା ଅବଲମ୍ବନ କରିବା ନିମନ୍ତେ ଡ୍ୟାମ ପ୍ରଶାସନ ତରଫରୁ ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରାଯାଇଅଛି।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ