ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ପୁଣି ମାଓ ହିଂସା । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ପୁଣି ଥରେ ମାଓ ହିଂସା ଦେଖିବାକୁ ମିଳିଛି । ଯେଉଁଥିରେ ଜଣେ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଲାଲ୍‌ ବାହିନୀ ।

ଖବର ଅନୁଯାୟୀ, ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ଦିନ ବେଳେ ଜଣେ ଗ୍ରାମ ବାସୀଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରିଛନ୍ତି ଲାଲ୍ ବାହିନୀ । ମାଓ ନେତା ହିଡମାଙ୍କ ନିଜ ଗାଁ ପୁବର୍ତ୍ତୀରେ ଘଟିଛି ଏହି ହିଂସା କାଣ୍ଡ । ୧୦ ରୁ ୧୫ ଜଣ ସଶସ୍ତ୍ର ନକ୍ସଲ ଗାଁ ଆସି ଏହି ହତ୍ୟାକାଣ୍ଡର କରିଛନ୍ତି । ପୁବର୍ତ୍ତୀ ଗାଁରେ ଏକ ସିଆରପିଏଫ କ୍ୟାମ୍ପ ରହିଥିବା ବେଳେ ମାତ୍ର ଦୁଇ କିଲୋମିଟର ଦୂରରେ ଏପରି ହିଂସା କାଣ୍ଡ ଘଟାଇଛନ୍ତି ମାଓବାଦୀ । ମାଓନେତା ହିଡମାଙ୍କ ୧୫ ବର୍ଷ ତଳର ଫଟୋ ସମସ୍ତଙ୍କ ପାଖରେ ଥିଲା ହେଲେ ବର୍ତ୍ତମାନର ଏକ ତାଜା ଫଟୋ ଭାଇରାଲ ହେବା ପରେ ମାଓବାଦୀ ମାନେ ରାଗି ଯାଇଥିବା କୁହାଯାଉଛି ।

  • Related Posts

    ଭିଜିଲାନ୍ସ ଜାଲରେ ଏସ୍‌ଆଇ

    ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଏସ୍‌ଆଇ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବରଗଡ଼ ଜିଲ୍ଲା ବିଜେପୁର ଥାନା ଏସ୍‌ଆଇ ଜଗା ବରିହା । ଜଣେ ଡିଲରଙ୍କ ଠାରୁ ୭ ହଜାର ଟଙ୍କାର ଲାଞ୍ଚ ନେଉଥିବା ବେଳେ ଧରିଛି…

    Continue reading
    ଗୁଳି-ବୋମା ଫୁଟାଇ ସୁନା ଦୋକାନରେ କଳାକନା ବୁଲାଇଲେ ଦୁର୍ବୃତ୍ତ

    ଜଂକିଆ,24/08:ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରିସ୍ଥିତ ସାଇ ସୋନୁ ଅଳଙ୍କାର ଦୋକାନରୁ ଆଜି ମଧ୍ୟାହ୍ନରେ ଲୁଟେରାମାନେ ଆସି ଦୋକାନରୁ ସର୍ବସ୍ବ ଲୁଟି ଥିବା ଜଣାପଡ଼ିଛି। ୪ଟି ପଲସରରେ ୮ ଜଣ ଦୁର୍ବୃତ୍ତ ଗୁଳି ଓ ବୋମା ଫୁଟାଇ ଭୟଭୀତ ଦୋକାନରେ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଦିଲ୍ଲୀରଠାରେ ଓପନ୍‌ ଏଆଇର ପ୍ରଥମ ଅଫିସ୍‌ ଖୋଲିବ

    ସ୍ବଦେଶୀ ସାମଗ୍ରୀ କିଣନ୍ତୁ ଓ ବିଦେଶୀ ସାମଗ୍ରୀ ବିକ୍ରି କରିବାରୁ ବିରତ ରୁହନ୍ତୁ : ପ୍ରଧାନମନ୍ତ୍ରୀ

    ଗମ୍ଭୀର ଅପରାଧର ଅଭିଯୁକ୍ତଙ୍କୁ ଦଳରେ ସାମିଲ କରି ମାମଲାର ସମାଧାନ କରୁଥିବା ମନ୍ତ୍ରୀ/ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ପଦବୀ ଛାଡିବା ଉଚିତ କି?: ଅରବିନ୍ଦ କେଜରିୱାଲ

    ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କଲେ ମୀରାବାଈ ଚାନୁ