ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା ପରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ସାଢ଼େ ୫ଟା ପରେ ଛାତ୍ରୀ କ୍ୟାମ୍ପସ ବାହାରେ ନରହିବାକୁ ଥିଲା ପୂର୍ବ ନିର୍ଦ୍ଦେଶ।

  • Garvita Odia

    Related Posts

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ…

    ସୃଷ୍ଟି ହୋଇପାରେ ପୁଣି ଏକ ଲଘୁଚାପ

    ଭୁବନେଶ୍ୱର: ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଜୁଲାଇ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଜି ଅପରାହ୍ନରେ ବିଭାଗ ପକ୍ଷରୁ ଜାରି…

    Leave a Reply

    Your email address will not be published. Required fields are marked *

    You Missed

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ  ଚିଠି

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌