ଘଣ୍ଟା ପ୍ରତି ୧୫କିମି ବେଗରେ ଆଗକୁ ବଢୁଛି ବାତ୍ୟା

ଗୋପାଳପୁର ନିକଟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା। ଗୋପାଳପୁର ପୂର୍ବରେ ଅତି ନିକଟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୧୫କିମି ବେଗରେ ଆଗକୁ ବଢୁଛି ବାତ୍ୟା ଅକୱାନ। ଏବେ ଗୋପାଳପୁରଠାରୁ ୫୩୦ କିମି, ପୁରୀ ଠାରୁ ୫୯୦କିମି ଦୂରରେ ରହିଛି ବାତ୍ୟା। କଳିଙ୍ଗପାଟନମ ଠାରୁ ୪୪୦କିମି ଦୂରରେ କେନ୍ଦ୍ରୀଭୂତ ହେଉଛି ବାତ୍ୟା।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ରହିଥିବ ଅତି ଭୀଷଣ ବାତ୍ୟା କ୍ରମଶଃ ଉତ୍ତର ଦିଗକୁ ଗତି କରୁଛି। ୨୦ ତାରିଖ ମଧ୍ୟାହ୍ଣରେ ନରସାପୁର ଓ ପୁରୀ ମଧ୍ୟରେ ଗୋପାଳପୁରର ପୂର୍ବରେ ଅତି ନିକଟରୁ ସ୍ଥଳଭାଗ ଛୁଇଁବ। ଲ୍ୟାଣ୍ଡଫଲ ବେଳେ ପବନ ବେଗ ୯୦-୧୦୦ କିଲୋମିଟର ରହିପାରେ ଏବଂ ଝଟକା ପବନ ୧୧୦ କିଲୋମିଟର ପର୍ୟ୍ୟନ୍ତ ବୃଦ୍ଧି ପାଇପାରେ।

  • Related Posts

    ବର୍ଷାର ପ୍ରକୋପ: ୬ ଜିଲ୍ଲାକୁ ରେଡ୍‌ ଆଲର୍ଟ

    ଭୁବନେଶ୍ୱର: ବାତ୍ୟା ‘ଅକଭାନ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବାକୁ ଯାଉଛି। ଉପକୂଳ ନିକଟତର ହେଉଥିବା ବାତ୍ୟା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଓଗଊ) ପକ୍ଷରୁ…

    Continue reading
    ବାତ୍ୟା ମୁକାବିଲା: ୩୮୮ ଅଗ୍ନିଶମ ଟିମ୍‌ ପ୍ରସ୍ତୁତ

    ଭୁବନେଶ୍ୱର:ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବ୍ୟାପକ ପ୍ରସ୍ତୁତି । ଉଦ୍ଧାର କାର୍ୟ୍ୟକୁ ଅଧିକ ଗୁରୁତ୍ୱ ଦେଇ ପ୍ରସ୍ତୁତ ରହିଛନ୍ତି ଅଗ୍ନିଶମ ବାହିନୀ । ବର୍ଷା ଲାଗି ରହିଥିବାରୁ ସବୁ ଅଞ୍ଚଳରେ ଟିମ୍‌ଗୁଡ଼ିକୁ ସଜାଗ ରଖାଯାଇଛି । ଜୀବନ ବଞ୍ଚାଇବାକୁ ହେଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !