ଘରେ ଝାଡ଼ୁକୁ ରଖୁଛନ୍ତି କି ?

ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍‌ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର କଲେ ଶୁଭଫଳ ମିଳିଥାଏ, ଜାଣନ୍ତୁ ସେ ସମ୍ପର୍କରେ…
* କଦାପି ଭାଙ୍ଗି ଯାଇଥିବା ଝାଡ଼ୁକୁ ବ୍ୟବହାର କରିବେ ନାହିଁ। ଏହାଦ୍ବାରା ଅଯଥାରେ ଟଙ୍କା ପଇସା ଖର୍ଚ୍ଚ ହୋଇଥାଏ।
* ଶନିବାର ଦିନ ନୂଆ ଝାଡ଼ୁ କିଣି ବ୍ୟବହାର କଲେ ଶୁଭଫଳ ମିଳିଥାଏ।
* ଝାଡ଼ୁକୁ ସର୍ବଦା ଘରର ଦକ୍ଷିଣ ଦିଗ ଅଥବା ଦକ୍ଷିଣ ପଶ୍ଚିମ ଦିଗରେ ରଖିବା ଆବଶ୍ୟକ।
* ରୋଷେଇ ଘରେ କିମ୍ବା ଆଲମାରି ନିକଟରେ ଝାଡ଼ୁ ରଖିଲେ ଧନହାନି ହେବା ସହ ପରିବାର ଲୋକଙ୍କର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ ବୋଲି ବିଶ୍ୱାସ ରହିଛି।
* କୁହାଯାଏ, ସୂର୍ଯ୍ୟାସ୍ତ ପରେ ଘର ଝାଡ଼ୁ କଲେ ମହାଲକ୍ଷ୍ମୀ ରୋଷ କରିଥାନ୍ତି। ତେଣୁ ସର୍ବଦା ସୂର୍ଯ୍ୟୋଦୟ ପରେ ଏବଂ ସୂର୍ଯ୍ୟାସ୍ତ ପୂର୍ବରୁ ଝାଡ଼ୁ କରିବା ଆବଶ୍ୟକ।
* ସେହିପରି ଝାଡ଼ୁ କରିବା ସମୟରେ ଘରୁ ବାହାରୁଥିବା ଅଳିଆକୁ ଦାଣ୍ଡଦୁଆରେ ବେଶୀ ସମୟ ଗଦେଇ ରଖିବେ ନାହିଁ। ଏହାବି ଘରର ଐଶ୍ୱର୍ଯ୍ୟରେ ବାଧା ସୃଷ୍ଟି କରିଥାଏ।
* ଘରେ ଯଦି ଏକାଧିକ ଝାଡୁ ରହିଛି; ତା’ହେଲେ ସେ ସବୁକୁ ଏକାଠି ଗୋଟେ ସ୍ଥାନରେ ନ ରଖି ଅଲଗା ଅଲଗା ସ୍ଥାନରେ ରଖିବା ଆବଶ୍ୟକ। ନଚେତ୍‌ ଘରେ କଳହ ଲାଗିଥାଏ ବୋଲି ଲୋକବିଶ୍ୱାସ ରହିଛି।

  • Garvita Odia

    Related Posts

    ରସଗୋଲା ଦିବସ

    ଭୁବନେଶ୍ୱର: ରସଗୋଲା କାହାକୁ ବା ଭଲ ନ ଲାଗେ । ସମ୍ପର୍କରେ ମିଠାପଣ ଭରେ ଉତ୍ସବରେ ମଧୁରତା ଆଣିଥାଏ ସେ ରସଗୋଲା । ଓଡ଼ିଆ ଘରେ ଅତିଥି ଚର୍ଚ୍ଚା ହେଉ କି ଆନନ୍ଦ ଉଲ୍ଲାସର ମୁହୂର୍ତ୍ତ ସବୁଠି ଲୋଡା ପଡ଼େ ରସଗୋଲା…

    ୧୯ଟି ମାଛର ଦାମ ୩୩ ଲକ୍ଷ

    ଭୋଗରାଇ : ମାଛ କରିଦେଲା ଲକ୍ଷପତି । ୧୯ଟି ମାଛର ଦାମ ୩୩ ଲକ୍ଷ । ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ତେଲିଆ ଭୋଳା ମାଛ । ଯାହାକୁ ଦେଖିବାକୁ ଦୀଘା ମୁହାଣରେ ପର୍ୟ୍ୟଟକଙ୍କ ଭିଡ଼ ଲାଗିଛି । ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧