ଘର ଭିତରୁ ମିଳିଲା ୨ ଜଣଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ବର : ରଙ୍ଗର ପର୍ବ ହୋଲିରେ ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବରରେ ଚାଞ୍ଚଲ୍ୟ । ଗୋଟିଏ ଘରୁ ମିଳିଲା ଦୁଇ ଜଣଙ୍କ ଝୁଲନ୍ତା ମୃତଦେହ। ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗୋଟିଏ ଘରୁ ମିଳିଛି ଜଣେ ପୁରୁଷ ଓ ମହିଳାଙ୍କ ମୃତଦେହ।

ଘଟଣାନେଇ ସୂଚନା ପାଇବା ପରେ ଚନ୍ଦ୍ରଶେଖରପୁର ଥାନା ପୁଲିସ ପହଞ୍ଚି ତନାଘନା ଆରମ୍ଭ କରିଥିବା ବେଳେ ପୁରୁଷ ଜଣଙ୍କ ଅଟୋ ଡ୍ରାଇଭର ବୋଲି ଜଣାପଡିଛି ଏବଂ କୌଣସି କାରଣ ନେଇ ଦୁହେଁ ଆତ୍ମହତ୍ୟା କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି।

  • Related Posts

    ବାର୍ଷିକ ବେଦ ସମ୍ମିଳନୀ ଓ ୨୦୨ କୁଣ୍ଡୀୟ ବିଶ୍ୱଶାନ୍ତି ମହାଯଜ୍ଞ

    ବାରାଇକିଆ: କନ୍ଧମାଳ ଜିଲ୍ଲାର କେ.ନୂଆଗାଁ ବ୍ଲକ ଅନ୍ତର୍ଗତ ଗୁମାମାହା ବାଲିଗାଡ଼ା ଗ୍ରାମରେ ବେଦଜ୍ୟୋତି ଆର୍.କେ.ବି. କ୍ଲଷ୍ଟର ଆର୍ଯ୍ୟସମାଜ, ବାଲିଗୁଡ଼ା ଉପଖଣ୍ଡ ପକ୍ଷରୁ ବାର୍ଷିକ ବେଦ ସମ୍ମିଳନୀ ସହ ୨୦୨ କୁଣ୍ଡୀୟ ରାଷ୍ଟ୍ରରକ୍ଷା, ଧର୍ମରକ୍ଷା ଓ ବିଶ୍ୱଶାନ୍ତି ମହାଯଜ୍ଞ ଅତ୍ୟନ୍ତ ଭବ୍ୟ ଓ…

    Continue reading
    କୂଅ ସଫା କରୁଥିବା ବେଳେ ଜଣେ ମୃତ

    ଆଳି: କୂଅସଫା କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ ୨ ଗୁରୁତର। କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମାନପୁରପଟଣା ଗାଁରେ ଘଟିଛି ଏ ଅଘଟଣ।ଗାଁର ସୁକାନ୍ତ ପରିଡ଼ାଙ୍କର କୂଅ ସଫାକରିବା କରିବା ପାଇଁ ସକାଳେ ୩ଜଣ ଶ୍ରମିକ ଆସିଥିଲେ।ପ୍ରଥମେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ