ଚଢ଼ିଗଲା ଡମ୍ପର୍‌:୩ମୃତ

ନୂଆଦିଲ୍ଲୀ: ଫୁଟ୍‌ପାଥ ଉପରେ ଶୋଇଥିବା ଲୋକଙ୍କ ଉପରେ ଚଢ଼ିଗଲା ଡମ୍ପର୍‌। ଦ୍ରୁତ ଗତିରେ ଆସି ୯ ଜଣଙ୍କୁ ଚାପିଦେଲା ଡମ୍ପର। ଘଟଣାସ୍ଥଳରେ ହିଁ ଚାଲିଗଲା ୩ ଜଣଙ୍କ ଜୀବନ। ମହାରାଷ୍ଟ୍ରର ପୁଣେରେ ଘଟିଛି ଏଭଳି କିଛି ଭୟଙ୍କର ଦୁର୍ଘଟଣା।

ସୂଚନା ମୁତାବକ, ମୃତକଙ୍କ ମଧ୍ୟରେ ୨ ଜଣ ଛୋଟ ପିଲା ଓ ଜଣେ ବ୍ୟକ୍ତି ଅଛନ୍ତି ଯିଏ ସେମାନଙ୍କ ଦାଦା ବୋଲି ଜଣାପଡିଛି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଓ୍ୱାଗୋଲିର କେସନନ୍ଦ ଫାଟା ପୁଲିସ ଷ୍ଟେସନ ସମ୍ପୁଖରେ ରାତି ପ୍ରାୟ ସାଢ଼େ ୧୨ଟାରେ ଏହି ଦୁର୍ଘଟଣା ଘଟିଥିଲା। ଡମ୍ପର ଡ୍ରାଇଭର ନିଶାସକ୍ତ ଅବସ୍ଥାରେ ଗାଢ଼ି ଚଳାଉଥିଲା ବୋଲି କୁହାଯାଉଛି। ପୁଲିସ ଡମ୍ପର ଡ୍ରାଇଭରକୁ ଅଟକ ରଖି ତଦନ୍ତ ଜାରି ରଖିଛି।

  • Related Posts

    ଅକ୍ଟୋବର ୧୨ ପଦଯାତ୍ରା ପ୍ରସଙ୍ଗରେ ରାହୁଲ, ଅଖିଳେଶଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍

    ନୂଆଦିଲ୍ଲୀ: ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (S.I.R.)ରେ କଥିତ ଅନିୟମିତତାକୁ ବିରୋଧ କରି ଗତ ଅକ୍ଟୋବର ୧୨ ତାରିଖରେ ସୁପ୍ରିମକୋର୍ଟ ଅଭିମୁଖେ ହୋଇଥିବା ପଦଯାତ୍ରା ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ…

    Continue reading
    ଧର୍ମ ପରିବର୍ତ୍ତନ କଲେ ମିଳିବନି ସଂରକ୍ଷଣ

    ନୂଆଦିଲ୍ଲୀ: ଧର୍ମ ପରିବର୍ତ୍ତନ କରିବା ପରେ ମଧ୍ୟ ସଂରକ୍ଷଣ ଦାବି କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଏକ ବଡ଼ ସୁ୍ପ୍ରିମ ଝଟ୍‌କା ଲାଗିଛି । ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇ ସ୍ପଷ୍ଟ କରିଛନ୍ତି ଯେ, ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି