ଚନ୍ଦ୍ରଶେଖରପୁରରେ ହେବ ଓଡିଶା ମଣ୍ଡପ:ପୃଥୀରାଜ

ଭୁବନେଶ୍ବର : ନୂଆ ଢାଞ୍ଚାରେ ତିଆରି ହେବ ଲୋକସେବା ଭବନ ଓ ବିଧାନସଭା । ପୁରୁଣା ବିଲଡିଂର ରୂପ ରେଖ ବଦଳା ଯିବା ନେଇ ବିଚାର ଚାଲିଥିବା ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି।

ସେହିପରି ଭୁବନେଶ୍ୱରରେ ତିଆରି ହେବ ଓଡିଶା ମଣ୍ଡପ । ଚନ୍ଦ୍ରଶେଖରପୁରରେ ଜାଗା ଚି଼ହ୍ନଟ ହୋଇଛି। ଏହା ମଲ୍ଟି କନଭେନସନ ସେଣ୍ଟର ହେବ। ଲୋକଙ୍କ ରହଣି ସହ ୧୦ ହଜାର ଲୋକ ବସିବାର ସୁବିଧା ରହିବ। ରାଜ୍ୟରେ ଡିଜାଷ୍ଟର ରିଲିଭେଣ୍ଟ ବିଲଡିଂ ତିଆରି ହେବ ।ସମୟ ସୀମା ଭିତରେ ସବୁ ବିଲଡିଂ କାମ ସରିବ ବୋଲି କହିଛନ୍ତି ପୂର୍ତ୍ତ ମନ୍ତ୍ରୀ। ନୂଆ ଟେକ୍ନୋଲୋଜି ଜରିଆରେ କେମିତି କମ ଖର୍ଚ୍ଚରେ ନିର୍ମାଣ ହେବ । ଏ ନେଇ ଓଈଉ ସହ ଆଲୋଚନା ହୋଇଛି । ନୂଆ ଇଞ୍ଜିନିୟରଙ୍କୁ ଏ ନେଇ ଟ୍ରେନିଂ ଦିଆଯିବ ବୋଲି ପୂର୍ତ୍ତ ମନ୍ତ୍ରୀ କହିଛନ୍ତି।

  • Related Posts

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ଝାରସୁଗୁଡା: ଝାରସୁଗୁଡା ସହରର ବୃନ୍ଦାବନ କଲୋନୀ ରାସ୍ତାରେ ଶନିବାର ଏକ ଘରୋଇ ବସ୍‌ରେ ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ରେ କେହି ନ ଥିବାରୁ ବିଶେଷ କ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି…

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ନୂଆପଡ଼ :ଟ୍ରକ ଧକ୍କାରେ ଚାଲିଗଲା ମାମୁ ଓ ଭଣଜାଙ୍କ ଜୀବନ । ନୂଆପଡ଼ା ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଛି ଦୁର୍ଘଟଣା । ମୃତକ କୋମନା ଥାନା ଖଇରଭାଡ଼ି ଗାଁର ପ୍ରେମ ମାଝୀ ଓ ଖୁଟଲୁ…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା