ଚଳନ୍ତା ମାଲବାହୀ ଟ୍ରକ୍‌ରେ ଲାଗିଲା ନିଆଁ

ନୂଆପଡ: ଚଳନ୍ତା ମାଲବାହୀ ଟ୍ରକ୍‌ରେ ଲାଗିଲା ନିଆଁ । ଜଳି ପୋଡି ନଷ୍ଟ ହେଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ । ନୂଆପଡ଼ା ଜିଲ୍ଲା ଜାତୀୟ ରାଜପଥ ୩୫୩ ଖଇରଭାଡି ଛକ ପାଖରେ ଏଭଳି ଘଟଣା ଘଟିଛି । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣା ସ୍ଥଳରେ କୋମନା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁ ଆୟତ୍ତ କରିବା ପାଇଁ ଚେଷ୍ଟା ଜାରି ରଖିଛି। ଗ୍ରୋସରୀ ସାମଗ୍ରୀରେ ଭର୍ତ୍ତି ଏକ ଟ୍ରକ୍ ରାୟପୁରରୁ ଆସୁଥିଲା । ଏହି ସମୟରେ ଜାତୀୟ ରାଜପଥ ୩୫୩ ଖଇରଭାଡି ଛକ ପାଖରେ ଟ୍ରକ୍‌ରେ ହଠାତ ନିଆଁ ଲାଗି ଯାଇଥିଲା । ଏସମ୍ପର୍କରେ ଖବର ପାଇ ଘଟଣା ସ୍ଥଳରେ କୋମନା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁ ଆୟତ୍ତ କରିବା ପାଇଁ ଚେଷ୍ଟା ଜାରି ରଖିଛି। ନିଆଁ ଲାଗିବା କାରଣରୁ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହାନ ଅଟକି ରହିଛି ।​​​​​​​

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ