ଚଳିତ ବର୍ଷ ଉଭୟ ଉପର ଓ ତଳ ପଡିଆରେ ହେବ ବାଲିଯାତ୍ରା

କଟକ: ବାଲିଯାତ୍ରା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି। ଉପର ପଡିଆରେ ବାଲିଯାତ୍ରା ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଚଳିତ ବର୍ଷ ଉଭୟ ଉପର ଏବଂ ତଳ ପଡିଆରେ ହେବ ବାଲିଯାତ୍ରା । ଆସନ୍ତାବର୍ଷ ଉପର ପରିବର୍ତ୍ତେ କେବଳ ତଳ ପଡିଆରେ ବାଲିଯାତ୍ରା ପାଇଁ ପ୍ରଶାସନ ପଦକ୍ଷେପ ନେବ । ତେବେ ସହୟରେ ଭିଡ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ରାସ୍ତାର ବ୍ୟବସ୍ଥା କରିବ। ରାସ୍ତା କଡ କିମ୍ବା ଫୁଟପାଥ ଉପରେ ବ୍ୟବସାୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ହାଇକୋର୍ଟ । ଆମ୍ବୁଲାନ୍ସ ଏବଂ ଅତ୍ୟାବଶ୍ୟକୀୟ ସେବା ପାଇଁ ଗ୍ରୀନ୍ କରିଡର ବ୍ୟବସ୍ଥା ପ୍ରଶାସନ କରୁଥିବା ଜଣାପଡ଼ିଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ