ଚାକିରି ଖୋଜନି, ଚାକିରି ବାଣ୍ଟ

କଟକL: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ମହାମହିମ ରାଷ୍ଟ୍ରପତି ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଛନ୍ତି । ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହକୁ ସମ୍ୱୋଧିତ କରି କହିଛନ୍ତି, ଛାତ୍ରଛାତ୍ରୀମାନେ ଚାକିର କରିବାକୁ ନୁହେଁ ଚାକିରି ଦେବାକୁ ପାଠ ପଢନ୍ତୁ ।

ରେଭେନ୍ସା ସଂପର୍କରେ ନିଜ ଅନୁଭୂତ ବଖାଣି କହିଛନ୍ତି ମୋ ଝିଅ ଏଠାରେ ପଢୁଥିବା ବେଳେ ହଷ୍ଟେଲକୁ ଆସିଥିଲି । ରେଭେନ୍ସା ଇଟା ସିମେଣ୍ଟରେ ଗଢ଼ା କୋଠା ନୁହେଁ ଏହା ଏକ ଶାଳଗ୍ରାମ । ସେହିପରି ମଧୁବାବୁଙ୍କ ଜୋତା କାରଖାନାର ଉଦାହରଣ ମଧ୍ୟ ଦେଇଛନ୍ତି । ରେଭେନ୍ସା ଏକ ପୁରୁଣା ଅନୁଷ୍ଠାନ ହେଲେ ପୁରୁଣାକାଳିଆ ନୁହେଁ ବୋଲି କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରେଭେନ୍ସା ସମାବର୍ତ୍ତନ ଉତ୍ସବ ପରେ ରେଭେନ୍ସା ବାଲିକା ଉଚ୍ଚବିଦ୍ୟାଳୟର ୩ଟି ଅଟ୍ଟାଳିକାର ପୁର୍ନବିନ୍ୟାସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହାପରେ ଆଦିକବି ସାରଳା ଦାସଙ୍କ ଜନ୍ମବାର୍ଷିକୀ ସମାରୋହରେ ଯୋଗ ଦେଇ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କରିଛନ୍ତି । ଏହାପରେ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯାଇଛନ୍ତି ରାଷ୍ଟ୍ରପତି ।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ