ଚାଞ୍ଚଲ୍ୟକର ପ୍ରତିକ୍ରିୟା:ବୋଲି ଝିଅ ନିଜେ ଆତ୍ମହତ୍ୟା କରିଛି

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଛାତ୍ରୀ ପୋଡ଼ି ଘଟଣାରେ ଚାଞ୍ଚଲ୍ୟକର ପ୍ରତିକ୍ରିୟା ରଖିଛନ୍ତି ମୃତ ଛାତ୍ରୀଙ୍କ ବାପା । ସେ କହିଛନ୍ତି, ମୋ ଝିଅ ବାନ୍ଧି ହୋଇ ପୋଡ଼ି ମରିଥିବା ମୁଁ ଅନୁମାନ କରୁଛି । ତାର ବାନ୍ଧି ହୋଇ ପୋଡ଼ି ହୋଇଥିବା ଅନୁମାନ କରୁଛି । ନିଜେ ଆତ୍ମହତ୍ୟା କରିଛି । ଛାଟିପିଟି ହେବନି ବୋଲି ଝିଅ ନିଜକୁ ବାନ୍ଧିଥିଲା । ଘରର ଗେଟ୍ ଭାଙ୍ଗି ଘରେ ପଶିଲା ପରେ ଝିଅ ସିଡି ଘର ଉପରେ ପୋଡ଼ି ଷ୍ଟାଚ୍ୟୁ ଭଳି ଥିବା ଦେଖିବାକୁ ପାଇଲି ବୋଲି ପୀଡ଼ିତାଙ୍କ ବାପା କହିଛନ୍ତି ।

ସେ ପିଲା ବାରମ୍ବାର ଝିଅକୁ ଟର୍ଚର୍ କରିଛି । ଏତଲାରେ ସେ ପିଲା ନାଁ ଲେଖି ନାହାନ୍ତି । ମୋର କିଛି ମନେ ପଡୁନି । ସେ ପିଲାର ଘର ଆର ଗାଁରେ ବୋଲି ଜାଣିବାକୁ ପାଇଛି । ମୋତେ ମୋ ପୁଅକୁ ସେ ପିଲା ଝିଅର ଅଶ୍ଳୀଳ ଫଟୋ ପଠାଏ । ଏ ନେଇ ମୁଁ ଦୁଇଥର ଥାନାକୁ ଯାଇଥିଲି । ସ୍ଥାନୀୟ ସରପଞ୍ଚକୁ ନେଇକି ଥରେ ଥାନାକୁ ବି ଯାଇଥିଲି । ନଗ୍ନ ଫଟୋ ଛାଡ଼ିବା, ହାରସମେଣ୍ଟ ସହ ଗାଳିଗୁଲଜ କରିବା ନେଇ ଥରେ ଅଭିଯୋଗ କରିଛି ।

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ