ଚାଷୀଙ୍କୁ ଧାନ କ୍ଵିଣ୍ଟାଲ ପିଛା ୬୯ ଟଙ୍କା ଅଧିକ ଦେବେ ସରକାର

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସି ଖବର ଦେଲେ ସରକାର । ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଧାନ କ୍ଵିଣ୍ଟାଲ ପିଛା ୬୯ ଟଙ୍କା ଅଧିକ ଦେବେ ସରକାର । ବର୍ଦ୍ଧିତ ଏମ୍‌ଏସ୍‌ପି ଅନୁଯାୟୀ ଚାଷୀଙ୍କୁ ଅଧିକ ୬୯ଟଙ୍କା ଦେବେ ରାଜ୍ୟ ସରକାର । ପୂର୍ବରୁ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପାଉଥିଲେ ଚାଷୀ । ଏବେ କ୍ଵିଣ୍ଟାଲ ପିଛା ୩୧୬୯ ଟଙ୍କା ଦେବେ ରାଜ୍ୟ ସରକାର । ଗ୍ରେଡ଼-ଏ ଧାନ ପାଇଁ ଚାଷୀଙ୍କୁ କ୍ଵିଣ୍ଟାଲ ପିଛା ୩୧୮୯ ଟଙ୍କା ଦେବେ ସରକାର । ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ବର୍ଦ୍ଧିତ ଏମଏସପି ଦର ଅନୁସାରେ କେନ୍ଦ୍ର ସରକାର କ୍ଵିଣ୍ଟାଲ ପିଛା ୨୩୬୯ ଟଙ୍କା ସ୍ଥିର କରିଥିଲେ ଏବଂ ରାଜ୍ୟ ସରକାର କ୍ଵିଣ୍ଟାଲ ପିଛା ୮୦୦ଟଙ୍କା ଇନ୍‌ପୁଟ ସବସିଡ଼ି ଦେଉଛନ୍ତି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ