ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା

ଭୁବନେଶ୍ବର : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ ଋତୁ ନିମନ୍ତେ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ସହାୟତା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏକ ହଜାର କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ କିଷାନ ଟଙ୍କା ରାଜ୍ୟର ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିଛି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ୪ ହଜାର ଟଙ୍କା ମିଳୁଛି। ନୂଆଁଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦିଆଯାଉଛି। ଗତବର୍ଷ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାର ଶୁଭାରମ୍ଭ କରିଥିଲେ।

  • Garvita Odia

    Related Posts

    ଅକ୍ଷୟ ତୃତୀୟାରେ କମିଲା ସୁନା ଦାମ୍‌

    ଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା ପର୍ବ। ଏହି ଦିନ ଅଧିକାଂଶ ଲୋକେ ସୁନା ଓ ରୁପା ଅଳଙ୍କାର କିଣିବାକୁ ଇଚ୍ଛା କରନ୍ତି । ତେବେ ଗତ କିଛି ଦିନ ଧରି ସୁନା ଦାମ୍‌ ହୁ ହୁ ହୋଇ ବୃଦ୍ଧି…

    କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

    ଭୁବନେଶ୍ୱର: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ…

    Leave a Reply

    Your email address will not be published. Required fields are marked *

    You Missed

    ସୁପର କ୍ୟାବିନେଟ୍ ବୈଠକ: ୩ଟାରେ ହୋଇପାରେ ବଡ ଘୋଷଣା

    ସୁପର କ୍ୟାବିନେଟ୍ ବୈଠକ: ୩ଟାରେ ହୋଇପାରେ ବଡ ଘୋଷଣା

    ଅକ୍ଷୟ ତୃତୀୟାରେ କମିଲା ସୁନା ଦାମ୍‌

    ଅକ୍ଷୟ ତୃତୀୟାରେ କମିଲା ସୁନା ଦାମ୍‌

    କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

    କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

    ଅକ୍ଷୟ ତୃତୀୟା: ଆଜିଠୁ ମହାପ୍ରଭ୍ରୁଙ୍କ ରଥ ନିର୍ମାଣ ଅନୁକୂଳ

    ଅକ୍ଷୟ ତୃତୀୟା: ଆଜିଠୁ ମହାପ୍ରଭ୍ରୁଙ୍କ ରଥ ନିର୍ମାଣ ଅନୁକୂଳ

    ସବୁ ସୁବିଧା ଅସୁବିଧା ସମୟରେ ଆମେ ଚାଷୀଙ୍କ ପାଖରେ ପହଞ୍ଚିବୁ – ମୁଖ୍ୟମନ୍ତ୍ରୀ

    ପିସିସି ସଭାପତି ଦେଶବାସୀଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେପି

    ପିସିସି ସଭାପତି ଦେଶବାସୀଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେପି