ଚାଷୀ ପଞ୍ଜୀକରଣରେ ସର୍ବକାଳୀନ ରେକର୍ଡ଼

ଭୁବନେଶ୍ୱର: ଚାଷୀ ପଞ୍ଜୀକରଣରେ ସର୍ବକାଳୀନ ରେକର୍ଡ଼ କରିଛି ଓଡ଼ିଶା । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ୧୮ ଲକ୍ଷ ୫୦ ହଜାର ୯୮୩ ଜଣ ଚାଷୀ ବର୍ତ୍ତମାନ ସୁଦ୍ଧା ପଞ୍ଜୀକରଣ କରିଛନ୍ତି। ଆଜି ଚାଷୀ ପଞ୍ଜୀକରଣର ଶେଷ ଦିନ । ରାତି ୧୨ଟାରେ ସରିବ ଅବଧି। ସଂଖ୍ୟା ଆଗକୁ ଆହୁରି ବଢ଼ିବ ବୋଲି ଜଣାପଡିଛି ।

ଗତ ବର୍ଷ ଖରିଫରେ ୧୭ ଲକ୍ଷ ୫୦ ହଜାର ୪୬୨ ଜଣ ଚାଷୀ ପଞ୍ଜିକରଣ କରିଥିଲେ। Ekyc ଲାଗୁ କଲୁ ମିଡିଲ ମ୍ୟାନ ଫାଇଦା ନ ନେବାକୁ। କିନ୍ତୁ ପରେ କିଛି ସମସ୍ୟା ଉପୁଜିବାରୁ self declaration ବ୍ୟବସ୍ଥା କଲୁ। ଯେଉଁଥିପାଇଁ ଚାଷୀ ଅଧିକ ପଞ୍ଜୀକରଣ କରିଛନ୍ତି।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ