ଝାରପଡ଼ା ପରେ ଚୌଦ୍ୱାର ଜେଲ୍‌: ୫ କଏଦୀ HIV ପଜିଟିଭ୍‌ ଚିହ୍ନଟ

ଚୌଦ୍ୱାର: ଚୌଦ୍ୱାର ମଣ୍ଡଳ କାରାଗାରରେ ୫ କଏଦୀ HIV ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ସଜା କାଟୁଛନ୍ତି। ଅନ୍ୟ ୩ ଜଣ ହେଉଛନ୍ତି ବିଚାରାଧୀନ କଏଦୀ। ଚୌଦ୍ୱାର ମଣ୍ଡଳ କାରାଗାର ଅଧୀକ୍ଷକ ସୁଜିତ ରାଉଳ ଏହି ସୂଚନା ଦେଇଛନ୍ତି।
ଶ୍ରୀ ରାଉଳ କହିଛନ୍ତି, ସେମାନଙ୍କୁ ଜେଲ୍‌ର ସ୍ୱତନ୍ତ୍ର ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଛି। ଜଣେ ଡାକ୍ତର ଓ ୨ ଜଣ ଫାର୍ମାସିଷ୍ଟ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି।

ଅଧିକ ଚିକିତ୍ସା ପାଇଁ ସେମାନଙ୍କୁ କଟକ ବଡ଼ମେଡିକାଲରେ ଥିବା ଏଆରଟି ସେଣ୍ଟରକୁ ମାସକୁ ଥରେ କିମ୍ବା ଦୁଇଥର ପଠାଯାଉଛି। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରାଯାଇଥାଏ।
ବିଭିନ୍ନ ମାମଲାରେ ଗିରଫ ହୋଇ ଜେଲକୁ ଆସୁଥିବା ଅପରାଧୀ/ଅଭିଯୁକ୍ତମାନଙ୍କର ପ୍ରଥମେ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଏ। ସେମାନଙ୍କୁ କୌଣସି ରୋଗ ହୋଇଛି କି ନାହିଁ ପରୀକ୍ଷା କରାଯିବା ପରେ ସେମାନଙ୍କୁ ୱାର୍ଡକୁ ପଠାଯାଏ ବୋଲି ଜେଲ ଅଧୀକ୍ଷକ ଶ୍ରୀ ରାଉଳ କହିଛନ୍ତି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ