ଛାତ୍ରୀଙ୍କୁ ଗର୍ଭବତୀ କରାଇବା ଅଭିଯୋଗରେ ଭାଇ ଗିରଫ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କରାଇବା ଅଭିଯୋଗରେ ତାଙ୍କ ମାମୁ ପୁଅ ଭାଇଙ୍କୁ ଗିରଫ କରିଛି ପୁଲିସ। ଛାତ୍ରୀ ଜଣଙ୍କ ଏକ ଆବାସିକ ବିଦ୍ୟାଳୟରେ ପଢ଼ନ୍ତି। ସେ ଗର୍ଭବତୀ ଥିବା ପ୍ରଧାନ ଶିକ୍ଷକ କୌଣସି ସୂତ୍ରରୁ ଜାଣିବାକୁ ପାଇଥିଲେ। ଏନେଇ ସେ ପୁଲିସ୍‌କୁ ଖବର ଦେଇଥିଲେ।ପୁଲିସ ଛାତ୍ରୀ ଜଣଙ୍କୁ ପଚରାଉଚରା କରିଥିଲା। ଛାତ୍ରୀ ଜଣଙ୍କ କହିଥିଲେ ଯେ ସେ ଥରେ ଛୁଟିରେ ଘରକୁ ଯାଇଥିବା ବେଳେ ତାଙ୍କ ମାମୁ ପୁଅ ଭାଇ ତାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିଲେ।

ନାବାଳିକାଙ୍କ ସହିତ ଶାରୀରିକ ସମ୍ପର୍କ ରଖି ତାଙ୍କୁ ଗର୍ଭବତୀ କରାଇବା ଅଭିଯୋଗରେ ପୁଲିସ୍ ତାଙ୍କ ମାମୁ ପୁଅ ଭାଇଙ୍କ ନାଁରେ ମାମଲା ରୁଜୁ କରି ତାଙ୍କୁ ଗିରଫ କରିଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।

  • Related Posts

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଭୁବନେଶ୍ୱର: ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଇତିମଧ୍ୟରେ ଗିରଫ ହୋଇଛନ୍ତି। ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍‌ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି। ତାଙ୍କଠାରୁ ୨ ଶହ ଗ୍ରାମ ସୁନା, ୧ ଲକ୍ଷ କ୍ୟାଶ,…

    Continue reading
    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ବରଗଡ଼: ଟାଙ୍ଗିଆରେ ଚୋର ପରେ ଚୋଟ ମାରି ଚାଲିଲେ । ଚେୟାର ଉପରେ ବସିଥିବା ବେଳେ ଟଳିପଡିଲେ ବ୍ୟକ୍ତି । ବରଗଡ଼ ଜିଲ୍ଲା ସୋହେଲା ହଳଦୀପାଲି ପେଟ୍ରୋଲ ପମ୍ପରେ ଘଟିଛି ଏଭଳି ହୃଦୟ ବିଦାରକ ହତ୍ୟାକାଣ୍ଡ । ସୂଚନାଯୋଗ୍ୟ ଯେ, ବରଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା