ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର, ହତ୍ୟା ସନ୍ଦେହ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଧୀନ ଦାମିଆ ବରବରା ଜଙ୍ଗଲରୁ ଏକ ଅଚିହ୍ନା ନର କଙ୍କାଳ ଉଦ୍ଧାର ହୋଇଛି । ନାଣ୍ଡୁରୁ ଗାଁ ନିକଟସ୍ଥ ରାଜିନୀ ସଂରକ୍ଷିତ ଘଞ୍ଚ ଜଙ୍ଗଲ ମଧ୍ୟରୁ ପ୍ୟାଣ୍ଟ, ଜ୍ୟାକେଟ ଓ ଜୋତା ପିନ୍ଧା ଅବସ୍ଥାରେ ମିଳିଛି ଏହି କଙ୍କାଳ । ସୂଚନା ପାଇ ଜଙ୍ଗଲ ବିଭାଗର ବାଣପୁର ପୋଲିସ ଘଟଣାସ୍ଥଳରେ ପହଂଚି ନର କଙ୍କାଳ ଜବତ କରିଛି l ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ଘଟଣାସ୍ଥଳରେ ଯାଞ୍ଚ କରିଛି ।
ତେବେ ଏହା ହତ୍ୟା ନା ସ୍ୱାଭାବିକ ମୃତ୍ୟୁ, କିଏ ଏହି ମୃତ ବ୍ୟକ୍ତି, ଜଙ୍ଗଲ ଭିତରକୁ କିପରି ଆସିଲେ, ଏସବୁକୁ ନେଇ ଏବେ ରହସ୍ୟ ଘନୀଭୂତ ହୋଇଛି । ତେବେ ଏ ନେଇ ବାଣପୁର ପୋଲିସ 14/26 ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ ଅଧିକ ତଦନ୍ତ ପାଇଁ ଉକ୍ତ କଙ୍କାଳକୁ କଟକସ୍ଥିତ ଏଫଏମଟି ବିଭାଗକୁ ପଠାଇବ ବୋଲି ଜଣାପଡିଛି l

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ