ଜନତା ମଇଦାନ ନିକଟରେ ଜନସମୁଦ୍ର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ରୋଡ୍ ସୋ’ । ଜନତା ମଇଦାନ୍ ଯାଏଁ ରୋଡ୍ ସୋ’ କରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ୍ ସୋ’ ପାଇଁ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଜନତା ମଇଦାନ ନିକଟରେ ଜନସମୁଦ୍ର ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ଦେଖିବାକୁ ମିଳିଛି । ହାତରେ ବିଜେପି ପତାକା ଧରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫଟୋକୁ ଧରି ଅପେକ୍ଷା କରିରହିଥିଲେ ଜନତା । ଏବେ ରୋଡ୍ ସୋ’ ଜରିଆରେ ଲୋକଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ।

ବିଶାଳ ରୋଡ୍ ସୋ’ କରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି ଉତ୍ସବରେ ଯୋଗଦେବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ୧୮,୭୦୦ କୋଟିର ଭେଟି ଦେବେ ମୋଦୀ । ଇଭି ବସ୍ ଡିପୋର ଉଦ୍‌ଘାଟନ ମଧ୍ୟ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ୧୦୦ଟି ନୂଆ ଇଭି ବସ୍‌ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ ।

  • Garvita Odia

    Related Posts

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ ଜନସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନର ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ।…

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର ଆୟୋଜିତ ବିଶାଳ ଜନସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନର ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି, କଂଗ୍ରେସ…

    Leave a Reply

    Your email address will not be published. Required fields are marked *

    You Missed

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ

    ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ

    ଭାରତର ପେଟ୍ରୋ କେମିକାଲ୍ସ ହବ୍‌ ହେବ ଓଡ଼ିଶା: ମୋଦୀ

    ଭାରତର ପେଟ୍ରୋ କେମିକାଲ୍ସ ହବ୍‌ ହେବ ଓଡ଼ିଶା: ମୋଦୀ

    ‘ଜୟ ଜଗନ୍ନାଥ’ରୁ ଭାଷଣ ଆରମ୍ଭ କଲେ ମୋଦୀ

    ‘ଜୟ ଜଗନ୍ନାଥ’ରୁ ଭାଷଣ ଆରମ୍ଭ କଲେ ମୋଦୀ

    ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

    ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ