ଜନ୍ମ ନେଲା ଓଡ଼ିଶା ଜନତା କଂଗ୍ରେସ

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ। ଜନ୍ମ ନେଲା ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ଏହି ନୂଆ ଦଳ। ଆଜି ବିଧିବଦ୍ଧ ଭାବେ ଏହାର ମୂଳଦୂଆ ପଡ଼ିଥିବା ବେଳେ ପ୍ରଦର୍ଶନୀ ପଡ଼ିଆରେ ଜମିଛି ଶହ ଶହ ସମର୍ଥକଙ୍କ ଭିଡ଼।
ଗତ ମାସେ ଧରି ରାଜ୍ୟର ୧୫ଟି ଜିଲ୍ଲାରେ ବିଭିନ୍ନ କାର୍ୟ୍ୟକ୍ରମ କରି ଲୋକଙ୍କ ସମର୍ଥନ ଜୁଟାଇଥିଲା ଓଡ଼ିଶା ଜନତା କଂଗ୍ରେସ। ବିଶେଷ କରି ଓଡ଼ିଶାର ଯୁବପିଢ଼ିଙ୍କୁ ନେଇ ଦଳ ଆଗକୁ ବଢ଼ିବାକୁ ଲକ୍ଷ୍ୟ ରଖିଛି। ତେବେ ଏହି ନୂଆ ଦଳର ମଙ୍ଗ କିଏ ଧରିବେ ଏବଂ ପ୍ରତିଷ୍ଠାତା ସଭାପତି କିଏ ହେବେ? ତାକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ସମାବେଶ ସ୍ଥଳରେ ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ମଧ୍ୟ ଉପସ୍ଥିତ ରହିଥିଲେ।

  • Related Posts

    ଭୁବନେଶ୍ୱରରେ ହିମନ୍ତ ବିଶ୍ୱଶର୍ମା

    ଭୁବନେଶ୍ୱର: ଭୁବନେଶ୍ୱରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ନିର୍ବାଚନ ଫଳାଫଳ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ହିମନ୍ତ ବିମାନବନ୍ଦରରୁ ସିଧା ପୁରୀ ଅଭିମୁଖେ ବାହାରିଛନ୍ତି। ସେଠାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ…

    Continue reading
    ମୋକିମଙ୍କ ନୂଆ ଦଳ ଲୋକାର୍ପିତ : ସୋଫିଆ ଉପସ୍ଥିତ

    ଭୁବନେଶ୍ଵର: ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଆଜି ବିଧିବଦ୍ଧ ଭାବେ ଏହାର ମୂଳଦୂଆ ପଡ଼ିଛି। ମହମ୍ମଦ ମୋକିମଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ