ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

କୋରାପୁଟ : ପଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳ ଭଣ୍ଡାରକୁ ଡେଇଁ ଦୁଇ ପ୍ରେମୀ ଯୁଗଳ ଆତ୍ମହତ୍ୟା । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କ ମୃତଦେହ ଜଳଭଣ୍ଡାରରୁ ଉଦ୍ଧାର କରିଛି।

ନନ୍ଦପୁର ବ୍ଲକ ର ଅତଣ୍ଡା ଗ୍ରାମ ପଞ୍ଚାୟତର ଯୁକ୍ତ ଦୁଇ ପଢ଼ୁଥିବା ଜଣେ ଯୁବକ ଓ ଦଶମ ଶ୍ରେଣୀ ପଢ଼ୁଥିବା ଜଣେ ନାବାଳିକା ପରସ୍ପରକୁ ଭଲ ପାଉଥିଲେ। କୌଣସି କାରଣରୁ ରବିବାର ଭୋର ସମୟରେ ଜଲାପୁଟ ଡ୍ୟାମ ସଂଲଗ୍ନ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିଲେ। ନନ୍ଦପୁର ଅଗ୍ନିଶ୍ରମ ବାହିନୀ ପହଂଚି ଖୋଜାଖୋଜି କରି ମୃତଦେହ ଉଦ୍ଧାର କରିଛି। ପଡୁଆ ପୋଲିସ ଘଟଣାର ତଦନ୍ତ କରୁଛି।

  • Garvita Odia

    Related Posts

    ସ୍ୱାମୀଙ୍କ ଗୋଇଠା ମାଡ଼ରେ ଅନ୍ତସତ୍ତ୍ୱା ସ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ

    ଭଦ୍ରକ: ଭଦ୍ରକ ଜିଲା ତିହିଡି଼ ଥାନା ଅଧୀନ ତାଳପଦା ଗ୍ରାମରେ ଶନିବାର ରାତିରେ ମୋନାଲିସା ଜେନା (୨୬)ନାମ୍ନୀ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତିହିଡି଼ ପୋଲିସ ଏହି ଘଟଣାରେ ଏକ ମକଦ୍ଦମା (ନଂ ୨୧୧/୨୫)ରୁଜୁ କରି…

    ବିସ୍ଫୋରକ ଲୁଟ୍ ଘଟଣା, ମାଓବାଦୀଙ୍କୁ ଖବର ଦେଇଥିବା ଅଭିଯୁକ୍ତ ଗିରଫ

    ରାଉରକେଲା : ବାଙ୍କୋ ପଥର ଖଣିରୁ ବିସ୍ଫୋରକ ଲୁଟ୍‌ ଘଟଣା । ଜଣେ ଅଭିଯୁକ୍ତକୁ ଗିରଫ କଲା ରାଉରକେଲା ଥାନା ପୋଲିସ । ଗିରଫ ଅଭିଯୁକ୍ତ ବାଙ୍କୋ ଗାଁର ଜର୍ଜ ମୁଣ୍ଡା । ବିସ୍ଫୋରକ ବିଷୟରେ ମାଓବାଦୀଙ୍କୁ ଖବର ଦେଇଥିଲେ ଅଭିଯୁକ୍ତ…

    Leave a Reply

    Your email address will not be published. Required fields are marked *

    You Missed

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ନଦୀରେ ବୁଡି ୨ ମୃତ

    ନଦୀରେ ବୁଡି ୨  ମୃତ

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ବିମାନ ଦୁର୍ଘଟଣା: ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ବିମାନ ଦୁର୍ଘଟଣା:  ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା