ଜାତୀୟ ଜନଗଣନା-୨୦୨୭ର ବ୍ରାଣ୍ଡ୍ ଆମ୍ବାସଡର ହେଲେ ସୁଦର୍ଶନ ପଟ୍ଟନାୟକ

ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ଵାସଡର ହେଲେ ସୁଦର୍ଶନ ପଟ୍ଟନାୟକ । ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବ୍ରାଣ୍ଡ୍‌ ଆମ୍ବାସଡର ନିଯୁକ୍ତ କରିଛନ୍ତି ନିର୍ବାଚନ କମିଶନ । ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ । ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ ସୁଦର୍ଶନ । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଦେଶରେ ପରବର୍ତ୍ତୀ ଜନଗଣନା ୨୦୨୭ ଫେବ୍ରୁ୍ଆରିରୁ ଆରମ୍ଭ ହେବ । ଏଥିରେ ଲୋକଙ୍କ ଜାତି ଓ ସାମାଜିକ-ଆର୍ଥିକ ବିବରଣୀକୁ ମଧ୍ୟ ସାମିଲ କରାଯିବ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି । ଜନଗଣନା ୨୦୨୭ ଓ ଜାତି ଜନଗଣନା ଭାରତର ରାଜନୀତିକ ଓ ସାମାଜିକ ସଂରଚନାରେ ଏକ ଐତିହାସିକ ମୋଡ଼ ପ୍ରମାଣିତ ହୋଇପାରେ । ଏହାଦ୍ବାରା ମହିଳା ସଶକ୍ତିକରଣ, କ୍ଷେତୀୟ ସନ୍ତୁଳନ, ସାମାଜିକ ନ୍ୟାୟ ଓ ଲୋକତାନ୍ତ୍ରିକ ପ୍ରତିନିଧିତ୍ବର ନୂଆ ଅଧ୍ୟାୟ ଆରମ୍ଭ ହେବ ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ