ଜାନୁଆରୀରେ ୧୧୧ ହତ୍ୟା, ୧୫୦୯ ଚୋରି ମାମଲା

ଭୁବନେଶ୍ୱର: ଚଳିତ ଜାନୁଆରୀ ୨୦୨୫ ଥିଲା ରାଜ୍ୟରେ ଅପରାଧର ମାସ । ଜାନୁଆରୀରେ ୧୧୧ ହତ୍ୟା, ୨୦ ଡକାୟତି ଓ ୧୫୦୯ ଚୋରି ମାମଲା ରୁଜୁ କରାଯାଇଛି । ଏହାଛଡ଼ା ୧୦୧ ଦଙ୍ଗା, ୧୯୪ ସାଇବର ଅପରାଧ ଓ ୬୫୫ ଅସଦାଚରଣ ମାମଲା ରୁଜୁ କରାଯାଇଛି । ସେହିପରି ୭୯ ଯୌନ ନିର୍ଯାତନା ଓ ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ ନେଇ ୧୪୯ଟି ମାମଲା ରୁଜୁ ହୋଇଛି ବୋଲି ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । ବିଧାୟକ ରାମେଶ ବେହେରାଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।
ଅନ୍ୟପକ୍ଷରେ ୨୦୨୪ରେ ୧୨୫୮ଟି ହତ୍ୟା, ୩୫୬ଟି ଡକାୟତି, ୧୭୮୦୫ ଚୋରି, ୧୪୭୧ ଦଙ୍ଗା, ୨୫୦୧ ସାଇବର ଅପରାଧ, ୭୨୯୯ ଅସଦାଚରଣ ମାମଲା, ୧୦୮୨ ଯୌନ ନିର୍ଯାତନା ଓ ୧୮୩୯ ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ ମାମଲା ରୁଜୁ ହୋଇଥିଲା ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ