ଜାରି ରହିବ ଗରମ, ଗୁଳୁଗୁଳି ପ୍ରକୋପ

ଭୁବନେଶ୍ୱର: ବଡ଼ ବର୍ଷା ନାହିଁ । କାଁ ଭାଁ ଅଳ୍ପ ବର୍ଷା ହେବ । ହେଲେ ବିଜୁଳି, ଘଡ଼ଘଡ଼ି ଆଶଙ୍କା ବେଶି । ଅନ୍ୟପଟେ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ତ୍ତମାନ ଜାରି ରହିବ ଗରମ, ଗୁଳୁଗୁଳି ପ୍ରକୋପ । ଆସନ୍ତା ୫ ଦିନ ଏମିତି ଛଟପଟ କରାଇବ ଗୁଳୁଗୁଳିର ଯନ୍ତ୍ରଣା।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଗରମ ଓ ଗୁଳୁଗୁଳି ପ୍ରକୋପ ଜାରି ରହିବ । ରବିବାର ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା ଥିବା ବେଳେ ଉପକୂଳରେ ଗୁଳୁଗୁଳି ଲାଗି ରହିବ । ୧୦ ଯାଏ ଏଭଳି ପାଗ ସମ୍ଭାବନା ଅଛି । ୧୧ ଓ ୧୨ରେ ଗୁଳୁଗୁଳି ପ୍ରକୋପ କମିପାରେ, ମାତ୍ର ବର୍ଷାର ସମ୍ଭାବନା ବିଶେଷ ନାହିଁ । ତାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ