ଜାରି ହେଲା ବିଜ୍ଞପ୍ତି, OSSTET ପାଇଁ ଆବେଦନ ୧୯ତାରିଖରୁ

OSSTET (Odisha Secondary School Teacher Eligibility Test) -2024 ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ। ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ କରିଛି ମାଧ୍ୟମିକ ଶିକ୍ଷା ପରିଷଦ (BSE)।

ଏହି ପରୀକ୍ଷା ପାଇଁ ପ୍ରାର୍ଥୀମାନେ କେବଳ ଅନ୍‌ଲାଇନରେ ଆବେଦନ କରିପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ (BSE)ର ୱେବସାଇଟ୍ www.bseodisha.ac.inକୁ ଯାଇ ସେମାନେ ଆବେଦନ କରିପାରିବେ। ନଭେମ୍ବର ୧୯ ତାରିଖରୁ ଅନ୍‌ଲାଇନ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଏହା ଆସନ୍ତା ଡିସେମ୍ବର ୧ ତାରିଖ ରାତି ୧୧ଟା ୫୯ ମିନିଟ୍ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା ଫି’ ମଧ୍ୟ ଅନ୍‌ଲାଇନ୍‌ରେ ଦେବାକୁ ହେବ।

Related Posts

ବେଳାଭୂମିରେ ମଦ ବିକିପାରିବ ଓଟିଡିସି

ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

Continue reading
୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ