ଜିଲ୍ଲାସ୍ତରୀୟ ରାଜସ୍ଵ ସମୀକ୍ଷା ବୈଠକ

ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାସ୍ତରୀୟ ରାଜସ୍ଵ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଭୂ-ରାଜସ୍ଵ, ରୟାଲିଟି ଆଦାୟ,ଜଳକର,ବସୁନ୍ଧରା,ସ୍କୁଲ କଲେଜ ପଟ୍ଟା,ହାଇଟେକ୍ ସର୍ଭେ ଅଧୀନରେ ସଂଶୋଧନ ମାମଲା ଓ ସମସ୍ତ ଅନ୍ୟାନ୍ୟ କର ଆଦାୟ ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା।ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ,ଡେପୁଟୀ କଲେକ୍ଟର (ରାଜସ୍ବ) ଲକ୍ଷ୍ମଣ ଅମାତ,ଦେବଗଡ ତହସିଲଦାର କର୍ଣ୍ଣ ମଲିକ,ରିଆାମଳ ତହସିଲଦାର ବିଜୟଲକ୍ଷ୍ମୀ ନାୟକ,ବାରକୋଟ ତହସିଲଦାର ରବୀନ୍ଦ୍ର ସାମଲ ଡେପୁଟି କଲେକ୍ଟର ଅଞ୍ଜୁନୀ କୁଜୁର୍, ପ୍ରିୟା ତିର୍କୀଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ