ଜିଲ୍ଲା ବରିଷ୍ଠ ନାଗରିକ ଫୋରମର ବୈଠକ

ଦେବଗଡ଼:ଜିଲ୍ଲା ବରିଷ୍ଠ ନାଗରିକ ଫୋରମର ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ଫୋରମର ସଭାପତି ଡ.ରାମଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ସଂପାଦକ ଗୌରହରି ଷଡଙ୍ଗୀ, କୋଷାଧ୍ୟକ୍ଷ ଉଦୟନାଥ ପ୍ରଧାନ ପ୍ରମୁଖ ମଞ୍ଚାସୀନ ରହି ଜିଲ୍ଲାର ବିଭିନ୍ନ ସମସ୍ୟା ସଂପର୍କରେ ଆଲେଚନା କରାଯାଇଥିଲା। ଏହାସହିତ ଜିଲ୍ଲାରେ ହୋଇଥିବା ତ୍ରୁଟିପୂର୍ଣ୍ଣ ହାଇଟେକ ସର୍ଭେ ଯୋଗଁୁ ଗତ ବର୍ଷ ବହୁ ଚାଷୀ ଧାନ ବିକ୍ରି କରିବାରୁ ବଂଚିତ ହୋଇଥିଲେ ଏବଂ ଚଳିତ ବର୍ଷ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାର ସମାଧାନ କରିବା ପାଇଁ ଫୋରମ ପକ୍ଷରୁ ଦାବି କରାଯାଇଛି। ପ୍ରତ୍ୟେକ ମାସର ଶେଷ ରବିବାର ଦିନ ପୌରାଚଂଳର ଗୋଟିଏ ୱାର୍ଡରେ ସଫେଇ କାର୍ଯ୍ୟକ୍ରମ କରିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି। ବୈଠକରେ ଫୋରମର ବହୁ ସଦସ୍ୟ ଉପସ୍ଥିତ ଥିଲେ।

  • Related Posts

    ସାମ୍ବାଦିକଙ୍କ ସ୍ୱାସ୍ଥ୍ୟକୁ ନେଇ ସରକାର ଦାୟିତ୍ୱବାନ ଅଛନ୍ତି: ସ୍ଵାସ୍ଥ୍ୟ ମନ୍ତ୍ରୀ

    ଭୁବନେଶ୍ଵର : ଆୟୁଷ୍ମାନ ଭାରତ ସହ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ମିଶିବା ଘଟଣା। ଅସନ୍ତୋଷ ପ୍ରକାଶ ପରେ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଆୟୁଷ୍ମାନ ଯୋଜନାରେ ସାମ୍ବାଦିକଙ୍କୁ ସାମିଲ କରିବା ନେଇ ପ୍ରକ୍ରିୟା ଆରମ୍ଭ…

    Continue reading
    ରାଜଧାନୀରେ ବର୍ଷା, ମଧୁସୂଦନ ନଗରରେ ସର୍ବାଧିକ ୧୦୭ ମିମି ରେକର୍ଡ

    ଭୁବନେଶ୍ବର : ଗତକାଲି ରାତିଠାରୁ ଭୁବନେଶ୍ୱରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି । ଫଳରେ ରାଜଧାନୀର ଚାରିଆଡ଼େ ପାଣି ଭର୍ତ୍ତି ହୋଇ ଯାଇଛି । ଭୁବନେଶ୍ୱରରେ ସକାଳ ସାଢେ ୫ଟା ସୁଦ୍ଧା ୯୭.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ