ଜିଲ୍ଲା ସଭାପତି ଚୟନ: କଂଗ୍ରେସ ଜାରି କଲା ପର୍ୟ୍ୟବେକ୍ଷକ ତାଲିକା

ଭୁବନେଶ୍ବର : କଂଗ୍ରେସର ସଂଗଠନ ସୃଜନ ଅଭିଯାନ ଅଧିନରେ ୪ଟି ରାଜ୍ୟ ଓଡ଼ିଶା, ଝାରଖଣ୍ଡ, ଉତ୍ତରାଖଣ୍ଡ ଓ ପଞ୍ଜାବରେ ଜିଲ୍ଲା ସଭାପତି ଚୟନ ପାଇଁ ଏଆଇସିସି ପର୍ୟ୍ୟବେକ୍ଷକ ନିଯୁକ୍ତ କରାଯାଇଛି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏସବୁ ପର୍ୟ୍ୟବେକ୍ଷକମାନଙ୍କ ନାମକୁ ମଂଜୁରୀ ଦେଇଛନ୍ତି ।
ଓଡ଼ିଶା ପାଇଁ ୩୫ ଜଣ ପର୍ୟ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି । ଏହି ତାଲିକାରେ ଏନ.ରଘୁବୀର ରେଡ୍ଡୀ, ଜିସି ଚନ୍ଦ୍ରଶେଖର, ଇ.ତୁକାରାମ, ଡିନ କୁରିଆକୋସେ, ଶ୍ରେୟାସ ପଟେଲ, ଶୋଭା ତାଇ ବଚୋବ, ଡି.କେ. ସୁରେଶ, ସେ.ଏ. ସମ୍ପତ କୁମାର, ଡା. ଶ୍ରୀବେଲ୍ଲା ପ୍ରସାଦ, ଚେତନ ଚୌହାଣ, ଗୋପୀନାଥ ପାଲାନିୟାପ୍ପନ, ମଣିଜ ଚୌହାଣ, ଗଣେଶ ୟାଦବ, ଜେ.ଡି. ସୀଲମ, ଶାଇକ ମସ୍ତାନ ୱାଲି, ଶୋଭା ଓଜା, ମହେଶ ଶର୍ମା, ଚରଣ ସିଂହ ସାପ୍ରା, ମମତା ଭୁପେଶ, ରିଜୱାନ ଅର୍ସଦ, ପରମେଶ୍ବର ନାୟକ, ସି.ଡି. ମେୟାପ୍ପନ, ସଚିନ ନାୟକ, ସଞ୍ଜୟ କପୂର,ଜେଟ୍ଟି କୁସୁମ କୁମାର, ରମଲାଲ ଜାଟ,ବିମଲ ଶାହ , ଏମ.ଲିଜୁ, ଚାରୁଲତା ଟୋକାସ, ହସନ ମୌଲାନା, ଅମିତ ସିହଙ୍ଗ, ରାଘବେନ୍ଦ୍ର ସିଂ, ନୀତିନ କୁମ୍ବାଲକର, ଇନ୍ଦ୍ରରାଜ ଗୁର୍ଜର ଓ ଡ. ପଲକ ବର୍ମା ।

  • Related Posts

    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading
    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ