ଜୁନ୍ ୨୦ ତାରିଖରେ କଟକ-ଭୁବନେଶ୍ବରରେ ସମସ୍ତ ସ୍କୁଲ ବନ୍ଦ

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସିବେ । ସେଦିନ ସେ ରୋଡ ସୋ’ କରିବାର କାର୍ୟ୍ୟକ୍ରମ ଥିବାବେଳେ ଟ୍ରାଫିକ୍‌ ସମସ୍ୟା ଆଶଙ୍କା କରି ସ୍କୁଲ୍‌ ଛୁଟି ପାଇଁ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

  • Related Posts

    ଲିଟିଲ ଷ୍ଟାର ଗ୍ରୁପର ପାଠ ମଉଜ କାର୍ଯ୍ୟକ୍ରମ

    ଆମର ସ୍ବପ୍ନ ହିଁ ଆମ ଭବିଷ୍ୟତ ଗଢେ ନିମାପଡା : ଆମେ ଆମର ଜୀବନ ରେ ବଡ ହେବାକୁ ହେଲେ ଓ ଆମର ଲକ୍ଷ୍ୟ ପଥରେ ଅଗ୍ରସର ହେବାକୁ ହେଲେ ଆମ ମାନଙ୍କ ସ୍ବପ୍ନ କୁ ବଡ କରି ସୁଦୂର ପ୍ରସାରି…

    Continue reading
    ସାର୍ବଜନୀନ ‌ଗଣେଶ ମେଳା କମିଟିର ସାଧାରଣ ବୈଠକ, ନୂତନ କାର୍ଯ୍ୟକର୍ତ୍ତା ଚୟନ

    ଦେବଗଡ଼:ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଆଜି ସାର୍ବଜନୀନ ‌ଗଣେଶ ମେଳା କମିଟିର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି ରାଜ କିଶୋର ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ପୁରାତନ ପଞ୍ଜିକୃତ ସଭ୍ୟଙ୍କ ସହ ନୂତନ ସଭ୍ୟଙ୍କୁ ସ୍ବାଗତ କରାଯାଇଥିଲ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ