ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ

ଭୁବନେଶ୍ୱର: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର। ମୟୂରଭଞ୍ଜ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ରାସ୍ତାକାମ ସମୀକ୍ଷା ପାଇଁ ଯାଇଥିବାବେଳେ ମନ୍ତ୍ରୀ ରାସ୍ତାକାମର ମନ୍ଥରତା ନେଇ ଅଧିକାରୀଙ୍କ ଉପରେ ଖୁବ୍‌ ରାଗି ଯାଇଥିଲେ। ଏନ୍‌ଏଚ୍‌ ଅଧିକାରୀ ଉପସ୍ଥିତ ନ ଥିବାରୁ ମନ୍ତ୍ରୀ ବିରକ୍ତିଭାବ ପ୍ରକାଶ କରିଥିଲେ। ଏପରିକି ଜିଲାପାଳ, ଏସ୍‌ପି ଏବଂ ଅନ୍ୟ ଅଧିକାରୀମାନଙ୍କ ଉପସ୍ଥିତିରେ ଫୋନ୍‌ରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଗାଳି କରିଥିଲେ ମନ୍ତ୍ରୀ। ଏଥିସହିତ ମନ୍ତ୍ରୀ ଚେତାବନୀ ଦେଇ କହିଥିଲେ ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ। ମନ୍ତ୍ରୀଙ୍କ ଏପରି କଥା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

Related Posts

ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର,୦୮/୦୮ (ଗର୍ବିିତ ଓଡିଆ ବ୍ୟୁରୋ):ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର…

Leave a Reply

Your email address will not be published. Required fields are marked *

You Missed

ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ