ଜୋଲଘଦର ଇରାନ ଜାତୀୟ ନିରାପତ୍ତା ମୁଖ୍ୟ ନିଯୁକ୍ତ

ତେହେରାନ: ଇରାନର ସର୍ବୋଚ୍ଚ ଧର୍ମଗୁରୁ ମୋଜ୍‌ତାବା ଖାମେନେଇଙ୍କ ତରଫରୁ ବାଗେର ଜୋଲଘଦରଙ୍କୁ ଜାତୀୟ ନିରାପତ୍ତା ପରିଷଦର ମୁଖ୍ୟ ନିଯୁକ୍ତ କରାଯାଇଛି। ଗତ ସପ୍ତାହରେ ଆମେରିକା-ଇସ୍ରାଏଲ ଆକ୍ରମଣରେ ଅଲୀ ଲାରିଜାନିଙ୍କ ମୃତ୍ୟୁ ଘଟିବା ପରେ ଏହି ପଦ ଖାଲିପଡିଥିଲା। ଲାରିଜାନି ପରଲୋକଗତ ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଖାମେନେଇଙ୍କ ଅତ୍ୟନ୍ତ ଘନିଷ୍ଠ ଥିଲେ।

ଆମେରିକା ସହ ପରମାଣୁ କାର୍ୟ୍ୟକ୍ରମ ସମ୍ପର୍କିତ ଆଲୋଚନାରେ ଲାରିଜାନି ଇରାନକୁ ପ୍ରତିନିଧିତ୍ବ କରୁଥିଲେ। ଫେବୃଆରୀ ୨୮ରୁ ମଧ୍ୟପ୍ରାଚ୍ୟ ଯୁଦ୍ଧ ଲାଗିବା ପରଠାରୁ ଲାରିଜାନି ଇରାନର ରଣନୀତିକୁ ମାର୍ଗଦର୍ଶନ ଦେଉଥିଲେ। ତେବେ ଗତ ସପ୍ତାହରେ ଲାରିଜାନି ଓ ତାଙ୍କ ପୁଅ ଏକ ପାରିବାରିକ କାର୍ୟ୍ୟକ୍ରମରେ ଯୋଗଦେବାକୁ ଯାଉଥିବାବେଳେ ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣରେ ପ୍ରାଣ ହରାଇଛନ୍ତି।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ