ଜୟନାରାୟଣଙ୍କ ବିସ୍ଫୋରକ ବୟାନ: ସାଲାଇନ ସହ ଆଇସିୟୁରେ ବିଜେଡି

ଭୁବନେଶ୍ୱର : ବିଜେଡି ସରକାର ଗଢିବା ପ୍ରତିକ୍ରିୟା ପରେ ,ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅତନୁ ବାବୁ କହୁଛନ୍ତି କଂଗ୍ରେସ ସହିତ ମିଶି ସରକାର କରିବେ ଏହା ନିଶ୍ଚିତ ସ୍ବାଗତ ଯୋଗ୍ୟ କିନ୍ତୁ ଏଠି ପ୍ରଶ୍ନ ଉଠୁଛି ବିଜେଡିି ରହିଲେ ତ । ବିଜେଡିର ଆୟୁଷ ବହୁତ କମ । ଏବେ ତ ବିଜେଡି ସାଲାଇନ ସହ ଆଇସିୟୁରେ ଅଛି ।

ତେବେ ଦଳ ଯେହେତୁ ଭାଙ୍ଗିଯାଉଛି ତାକୁ ବଞ୍ଚାଇବାକୁ ଅତନୁ ବାବୁ ଏଭଳି କହୁଛନ୍ତି । ତେବେ ଏଠି ପ୍ରଶ୍ନ ନେତୃତ୍ୱ କାହିଁ ? ବିଜେଡ଼ି ତ ଲିଜରେ ଚାଲିଥିଲା । କେତେବେଳେ ପ୍ୟାରୀ ତ ଆଉ କେତେବେଳେ ପାଣ୍ଡିଆନ ଲିଜ ନେଲେ । କୌଣସି କର୍ମୀଙ୍କ କଥା ରହିନାହିଁ । ତେଣୁ ସେ କହିଛନ୍ତି ଦଳ ରହିବା ପରେ ହିଁ ସରକାର ଗଢିବା କଥା କହିବେ ।

ସୂଚନାନୁଯାୟୀ, ସୋମବାର ଅତନୁ ସବ୍ୟସାଚୀ ବିସ୍ଫୋରକ ବୟାନ ଦେଇଥିଲେ ଲୋକ ନବୀନଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ପ୍ରସ୍ତୁତ ହେଲେଣି। ଆମର ୫୧ କଂଗ୍ରେସର ୧୪ ଓ ସ୍ବାାଧୀନର ୩ ବିଧାୟକଙ୍କର ସର୍ମଥନ ରହିଛି । ଆଉ ମାତ୍ର ୮-୧୦ ବିଧାୟକ ଦରକାର ୫ମାସ ହେଲାଣି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନାହାନ୍ତି ବୋଲି କେହି ବିଶ୍ୱାସ କରିପାରୁନାହାନ୍ତି । ୫ ମାସ ହେବ ସମସ୍ତ ବିକାଶ କାମ ଷ୍ଟପ ହୋଇ ପଡିଛି । ତେଣୁ ଖୁବଶୀଘ୍ର ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ ବୋଲି ଅତନୁ ମନ୍ତବ୍ୟ ଦେଇଥିଲେ।

Related Posts

ଜ୍ଞାନେଶ କୁମାରଙ୍କୁ ନେଇ ପୁରୁଣା ମାମଲା ପୁଣି ଚର୍ଚ୍ଚାରେ, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କୁ ନେଇ ୨୦୦୬ ମାମଲାରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ପୁରୁଣା ଏକ ମାମଲା ପୁଣି ଚର୍ଚ୍ଚାକୁ ଆସିଛି । ୨୦୦୬ର ଏହି ମାମଲାରେ…

Continue reading
ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ