ଝାମ୍ପି ନେଲେ ଅଧ କେଜି ସୁନା

ଦେବଗଡ : ଝାମ୍ପି ନେଲେ ଅଧ କେଜି ସୁନା। ଦେବଗଡରେ ସୁନା ଦୋକାନୀଙ୍କ ଠାରୁ ଝାମ୍ପି ନେଲେ ଅଳଙ୍କାର ବ୍ୟାଗ୍‌ । ଅମ୍ବାଦୋଳା ଥାନା ନିକଟ ରାସ୍ତାକଡ ଦୋକାନରୁ ଅଳଙ୍କାର ନେଇ ଚମ୍ପଟ ମାରିଛନ୍ତି ଲୁଟେରା । ଦୋକାନ ଖୋଲୁଥିବା ବେଳେ ୨ ଦୁର୍ବୃତ୍ତ ବାଇକ୍‌ରେ ଆସି ଅଳଙ୍କାର ନେଇ ଫେରାର ହୋଇ ଯାଇଛନ୍ତି । ପ୍ରାୟ ଅଧ କେଜିରୁ ଅଧିକ ସୁନା ଅଳଙ୍କାର ଲୁଟ୍‌ ହୋଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ଲୁଟ୍‌ ବେଳର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।

  • Related Posts

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍