ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

ବରଗଡ଼: ଟାଙ୍ଗିଆରେ ଚୋର ପରେ ଚୋଟ ମାରି ଚାଲିଲେ । ଚେୟାର ଉପରେ ବସିଥିବା ବେଳେ ଟଳିପଡିଲେ ବ୍ୟକ୍ତି । ବରଗଡ଼ ଜିଲ୍ଲା ସୋହେଲା ହଳଦୀପାଲି ପେଟ୍ରୋଲ ପମ୍ପରେ ଘଟିଛି ଏଭଳି ହୃଦୟ ବିଦାରକ ହତ୍ୟାକାଣ୍ଡ ।

ସୂଚନାଯୋଗ୍ୟ ଯେ, ବରଗଡ଼ ଜିଲ୍ଲା ସୋହେଲା ହଳଦୀପାଲି ପେଟ୍ରୋଲ ପମ୍ପରେ ଦିନ ଦ୍ବିପ୍ରହରରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ବଳିଷ୍ଠ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା କରାଯାଇଛି । ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ହତ୍ୟାକାରୀ ସୋହେଲା ଥାନାରେ ଅଟକ ଥିବା ସୂଚନା ମିଳିଛି।

ସିସିଟିଭିରେ କଏଦ ହୋଇଛି ହତ୍ୟାକାଣ୍ଡର ପୁରା ଦୃଶ୍ୟ । ଅଭିଯୁକ୍ତ ଜଣକ ହେଲେ ଗର୍ଭନା ଗାଁର ୨୩ ବର୍ଷ ବୟସ୍କ ଯୁବକ ଲୋମନ୍ କୁମାର ସାହୁ । ସେ ବଳିଷ୍ଠ ପ୍ରଧାନଙ୍କୁ ହତ୍ୟା କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।

  • Related Posts

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଭୁବନେଶ୍ୱର: ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଇତିମଧ୍ୟରେ ଗିରଫ ହୋଇଛନ୍ତି। ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍‌ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି। ତାଙ୍କଠାରୁ ୨ ଶହ ଗ୍ରାମ ସୁନା, ୧ ଲକ୍ଷ କ୍ୟାଶ,…

    Continue reading
    ଛାତ୍ରୀଙ୍କୁ ଗର୍ଭବତୀ କରାଇବା ଅଭିଯୋଗରେ ଭାଇ ଗିରଫ

    କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କରାଇବା ଅଭିଯୋଗରେ ତାଙ୍କ ମାମୁ ପୁଅ ଭାଇଙ୍କୁ ଗିରଫ କରିଛି ପୁଲିସ। ଛାତ୍ରୀ ଜଣଙ୍କ ଏକ ଆବାସିକ ବିଦ୍ୟାଳୟରେ ପଢ଼ନ୍ତି। ସେ ଗର୍ଭବତୀ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା