ଟାୱାରରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପଡିଆ ଥାନା ସିଂରାଜକୋଣ୍ଡା ମୋବାଇଲ୍ ଟାୱାର ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଖବର ପାଇ ପଡିଆ ଅଗ୍ନିଶ୍ରମ ବିଭାଗ କର୍ମଚାରୀ ପହଞ୍ଚି ଯୁବକକୁ ଉଦ୍ଧାର କରିଛନ୍ତି । ଯୁବକର ଘର ଉଣ୍ଡୁରୁକୋଣ୍ଡା ହୋଇଥିବା ବେଳେ ବୟସ ୩୦ ବର୍ଷ ବୋଲି ଜଣା ପଡିଛି।

ଆଜି ସକାଳେ ମୋବାଇଲ୍ ଟାୱାରରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରୁଥିଲା। ସ୍ଥାନୀୟ ଲୋକେ ଦେଖି ପରିବାର ଓ ଅଗ୍ନଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶ୍ରମ୍ ବାହିନୀ ପହଞ୍ଚି ଯୁବକକୁ ବୁଝାସୁଝା କରିବା ସହ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଆତ୍ମହତ୍ୟାର କାରଣ ଜଣା ପଡିନଥିଲେ ମଧ୍ୟ ଏହା ପ୍ରେମଜନିତ ବୋଲି କୁହାଯାଉଛି।

  • Related Posts

    ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ

    ଭୁବନେଶ୍ୱର : ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ସୋମବାର ଖବର ସାମ୍ନାକୁ ଆସିଛି। ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତମାଣ୍ଡୋ ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ପୁଲିସ ୨…

    Continue reading
    ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବରିଷ୍ଠ ବିଜେଡିନେତା ହରିଶ୍ଚନ୍ଦ୍ର ପଣ୍ଡା(ଟିତୁ)ଙ୍କ ପତ୍ନୀ ପୂଜା ପଣ୍ଡା(୩୫)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ରାତିରେ ନୂଆପଡ଼ା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ରାତି ପ୍ରାୟ ସାଢେ଼ ୮ଟାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ