ଟିଏମ୍‌ସି ବିଧାୟକଙ୍କ ଘରେ ଆୟକର ଚଢ଼ଉ

କଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ଆୟକର ବିଭାଗ ପକ୍ଷରୁ ଶୁକ୍ରବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏକାଧିକ ନେତା, ବିଧାୟକଙ୍କ ବାସଭବନ ଉପରେ ଚଢଉ କରାଯାଇଛି। ଏମାନଙ୍କ ମଧ୍ୟରେ ଟିଏମ୍‌ସି ବିଧାୟକ ଦେବାଶିଷ କୁମାର ମଧ୍ୟ ସାମିଲ ଅଛନ୍ତି।

ଦେବାଶିଷ ରାସବିହାରୀ ଆସନରୁ ଏଥର ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ଗତ ସପ୍ତାହରେ ଦେବାଶିଷଙ୍କ ବାସଭବନ ଓ କାର୍ୟ୍ୟାଳୟ ଉପରେ ଇଡି ଚଢଉ କରିଥିଲା। ଅପରପକ୍ଷରେ ଆୟକର ଚଢଉର ଶିକାର ହୋଇଥିବା ଅନ୍ୟ ଟିଏମ୍‌ସି ନେତାମାନେ ହେଲେ ମିରାଜ ଶାହା ଓ କୁମାର ଶାହା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥର ଭବାନୀପୁର ଆସନରୁ ନିର୍ବାଚନ ଲଢୁଥିବାବେଳେ ମମତାଙ୍କ ପ୍ରାର୍ଥିପତ୍ରରେ ମିରାଜ ପ୍ରସ୍ତାବକ ରହିଛନ୍ତି।
ନିର୍ବାଚନର ଅବ୍ୟବହିତ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର, ଇଡି ଚଢଉକୁ ମମତା ତୀବ୍ର ସମାଲୋଚନା କରିଛନ୍ତି। ପରାଜୟ ଭୟରେ ବିଜେପି ଏଭଳି ରଣନୀତି ଅବଲମ୍ବନ କରୁଥିବା ମମତା ଅଭିଯୋଗ କରିଛନ୍ତି।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ