ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ପରେ ବିରାଟ କୋହଲି । ନିକଟରେ ହିଟ ମ୍ୟାନ ରୋହିତ ଶର୍ମା ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଥିବାବେଳେ ସୋମବାର ବିରାଟ କୋହଲି ମଧ୍ୟ ଟେଷ୍ଟ କ୍ରିକେଟକୁ ବାଏ ବାଏ କରିଛନ୍ତି । ଇନଷ୍ଟାଗ୍ରାମରେ ପୋଷ୍ଟ କରି କୋହଲି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ।

ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…
ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍ ମ୍ୟାଚ୍ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…