ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା, ୩୦ଯାତ୍ରୀ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଦାସ ଆଣ୍ଡ ଦାସ ନାମକ ଏହି ଘରୋଇ ବସ୍‌ଟି ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ଜୁଣବଳଦା ନିକଟରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକ୍‌କୁ ପଛପଟୁ ବସ୍‌ଟି ଧକ୍କା ଦେଇଥିଲା। ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବାବେଳେ ଘଟଣାସ୍ଥଳରେ ବସ୍ତା ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

  • Garvita Odia

    Related Posts

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଭୁବନେଶ୍ୱର: ସବୁଜିମାକୁ ବୃଦ୍ଧି କରିବା ସହ ପରିବେଶ ସନ୍ତୁଳନ ସଚେତନତା ବାର୍ତା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍ଏସ୍ଏସ୍ ଶାଖା ପକ୍ଷରୁ ଗତ ଜୁଲାଇ ୧୬ ତାରିଖ ଦିନ ଖୋର୍ଦ୍ଧା ଜିଲ୍ଲା ଛତାବର ସ୍ଥିତ ବିଶ୍ୱବିଦ୍ୟାଳୟର…

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଭୁବନେଶ୍ୱର: ଏଫ୍‌ଏମ୍‌ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢ଼ାଳି ପୋଡ଼ିହେବାର ସପ୍ତାହେ ପରେ ପୁଣି ଘଟିଲା ବଳଙ୍ଗା ନାବାଳିକା ପୋଡ଼ି ମାମଲା ଯାହାକୁ ନେଇ ଖୋଲାରେ ପେଟ୍ରୋଲ୍‌ ବିକ୍ରିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ରାଜ୍ୟ ସରକାର । ଆଗାମୀ ଦିନରେ…

    Leave a Reply

    Your email address will not be published. Required fields are marked *

    You Missed

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

    ଦାଦା, ଖୁଡି, ଭଉଣୀକୁ  ହାଣିଲା ପୁତୁରା, ୨ ମୃତ

    ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଆଉ ନାହାନ୍ତି  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ବିମାନ ଆଜି ଦୁର୍ଘଟଣା: ୧୬ ପିଲା, ୨ ଶିକ୍ଷକ ଓ ପାଇଲଟ ମୃତ

    ବିମାନ ଆଜି ଦୁର୍ଘଟଣା: ୧୬ ପିଲା, ୨ ଶିକ୍ଷକ ଓ ପାଇଲଟ ମୃତ