ଠିକା ସଂସ୍ଥାର ଜେସିବି ଉପରକୁ ବୋମାମାଡ଼

ବାଙ୍କୀ: ବାଙ୍କୀ ଥାନା କଇଁମୁଣ୍ଡି ଫାଣ୍ଡି ନିକଟରେ ବୋମାମାଡ଼। କଇଁମୁଣ୍ଡି ଛକ ନିକଟରେ ବ୍ରିଜ କାମ କରୁଥିବା ଏକ ଠିକା ସଂସ୍ଥାର ଜେସିବି ମେସିନ ଉପରକୁ ବୋମାମାଡ଼ ହୋଇଛି । ଦୁଇଟି ବୋମାମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ବେଳେ, ବୋମାମାଡ଼ ଅସ୍ପଷ୍ଟ ରହିଛି।

ସୂଚନା ଅନୁଯାୟୀ, ଦାଦା ବଟିକୁ ନେଇ ବୋମା ମାଡ଼ ହୋଇଥିବା ସନ୍ଦେହ କରାଯାଉଛି । ବୋମାମାଡ଼ରେ ଜେସିବି ମେସିନର କାଚ ସହ ଅନ୍ୟାନ୍ୟ ଜିନିଷ ଭାଙ୍ଗି ରୁଜି ଯାଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

  • Related Posts

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ ବାଙ୍କବିଜାରେ ଆୟୋଜିତ ସମାବେଶରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଏହାକୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar