ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା।
ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ ତଳେ ଯାଇଥିଲେ।

  • Garvita Odia

    Related Posts

    ୭ ମାଓବାଦୀ ନିହତ

    ଛତିଶଗଡ଼: ଛତିଶଗଡ଼ ବିଜାପୁର ଜିଲାର ନ୍ୟାସନାଲ ପାର୍କ ଜଙ୍ଗଲରେ ୩ ଦିନ ଧରି ଚାଲିଥିବା ବଡ଼ ଧରଣର ସର୍ଚ୍ଚ ଅପରେସନରେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ବରିଷ୍ଠ ମାଓବାଦୀ ନେତା ରହିଛନ୍ତି। ସେମାନେ…

    ରାସ୍ତାରେ କ୍ରାଶ ଲ୍ୟାଣ୍ଡିଂ କଲା ହେଲିକପ୍ଟର

    କ୍ରାଶ ଲ୍ୟାଣ୍ଡିଂ ସତ୍ତ୍ୱେ ୫ ଜଣ ଶ୍ରଦ୍ଧାଳୁ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଫାଟା ଓ ଗୁପ୍ତକାଶୀ ନିକଟରେ ଥିବା ସିର୍ସି ହେଲିପ୍ୟାଡରୁ ଆଜି ଗୋଟିଏ ହେଲିକପ୍ଟର ଶ୍ରଦ୍ଧାଳୁଙ୍କୁ ଧରି କେଦାରନାଥ ଅଭିମୁଖେ ଉଡ଼ାଣ ଭରିଥିଲା। କିନ୍ତୁ ଟେକ ଅଫର ମାତ୍ର…

    Leave a Reply

    Your email address will not be published. Required fields are marked *

    You Missed

    ୭ ମାଓବାଦୀ ନିହତ

    ୭ ମାଓବାଦୀ ନିହତ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର